ରିପବ୍ଲିକାନ୍ ବହୁମତ ବଜାୟ ରଖିଲେ ପ୍ରତ୍ୟେକ ବରିଷ୍ଠ ଆମେରିକୀୟଙ୍କୁ ମିଳିବ ୫,୦୦୦ ଡଲାର, ଘୋଷଣା କଲେ ଟ୍ରମ୍ପ

ୱାଶିଂଟନ: ଆମେରିକୀୟଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ନଭେମ୍ବର ମଧ୍ୟବର୍ତ୍ତୀ ନିର୍ବାଚନରେ ରିପବ୍ଲିକାନ୍ ପାର୍ଟି ପ୍ରତିନିଧି ସଭା ଓ ସିନେଟ୍‌ରେ ବହୁମତ ବଜାୟ ରଖିଲେ, ପ୍ରତ୍ୟେକ ବୟସ୍କ ଆମେରିକୀୟଙ୍କୁ ୫,୦୦୦ ଡଲାର ଦିଆଯିବ ବୋଲି ଟ୍ରମ୍ପ କହିଛନ୍ତି। … Read More

କେନାଲରେ ବୁଡ଼ି ୨ ବର୍ଷର ଶିଶୁ ମୃତ

କାମାକ୍ଷାନଗର : କାମାକ୍ଷାନଗର ଥାନା ଅନ୍ତର୍ଗତ ଜଗନ୍ନାଥପୁର ଗାଁରେ ଘଟିଛି ଅଘଟଣ । ଘର ନିକଟରେ ଥିବା କେନାଲରେ ବୁଡ଼ିଯାଇ ଜଣେ ୨ ବର୍ଷର ଶିଶୁର ମୃତ୍ୟୁ ଘଟିଛି । ମୃତ ଶିଶୁ ଜଗନ୍ନାଥପୁର ଗାଁର ମଳୟ ମଲ୍ଲିକଙ୍କ ପୁଅ ମହେଶ ମଲ୍ଲିକ … Read More

ଲଘୁଚାପ ପ୍ରଭାବରେ ଓଡ଼ିଶା ଉପକୂଳରେ ବର୍ଷା ସହ ପ୍ରବଳ ପବନ ବହିବା ନେଇ ସତର୍କତା ଜାରି କଲା IMD

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ରକୁ ଦୃଷ୍ଟିରେ ରଖି ଭାରତୀୟ ପାଣିପାଗ ବିଭାଗ (IMD) ଆଗାମୀ ୪୮ ଘଣ୍ଟା ପାଇଁ ପବନ ସମ୍ବନ୍ଧୀୟ ସତର୍କତା ଜାରି କରିଛି। IMD ଅନୁଯାୟୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଉତ୍ତର ଓ କେନ୍ଦ୍ରୀୟ … Read More

ଉଦ୍ଧାର ହେଲେ ୧୦୧ ନିଖୋଜ ଶିଶୁ, ୭ ଦିନ ଧରି ଚାଲିଥିଲା ସ୍ବତନ୍ତ୍ର ଅପରେସନ

ଭୁବନେଶ୍ୱର : ମା’ କୋଳକୁ ଫେରିଲେ ନିଖୋଜ ଶିଶୁ ।  ଦୀର୍ଘ ଦିନ ପରେ ଘରକୁ ଫେରିଲେ ୧୦୧ ନିଖୋଜ ଶିଶୁ ।  ଏଥିପାଇଁ ସାତ ଦିନ ଧରି ଚାଲିଥିଲା ସ୍ବତନ୍ତ୍ର ଅପରେସନ। ମହିଳା ଓ ଶିଶୁ ଅପରାଧା ଶାଖା ପକ୍ଷରୁ ଜାରି … Read More

UAE ଅର୍ଥମନ୍ତ୍ରୀଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, ୧୧ରେ ଓଡ଼ିଶା ନିବେଶ ସମ୍ମିଳନୀ

ଭୁବନେଶ୍ୱର : ଦୁବାଇରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା। ୟୁଏଇର କ୍ୟାବିନେଟ୍ ସଦସ୍ୟ ତଥା ଅର୍ଥନୀତି ଓ ପର୍ଯ୍ୟଟନ ମନ୍ତ୍ରୀ ଏବଂ କାଉନସିଲ୍ ଅଫ୍ ଇଣ୍ଟରନ୍ୟାସନାଲ୍ ଇନଭେଷ୍ଟମେଣ୍ଟସ୍ ର ଅଧ୍ୟକ୍ଷ ଅବଦୁଲ୍ଲା ବିନ୍ ତୌକ୍ … Read More

‘ସୌର ରଥ’ ଅଭିଯାନ ଶୁଭାରମ୍ଭ: ରୁଫ୍‌ଟପ୍ ସୋଲାର ଆପଣାଇବାରେ ବାଲେଶ୍ୱର ଜିଲ୍ଲା ରାଜ୍ୟରେ ପ୍ରଥମ

ବାଲେଶ୍ୱର: ଟାଟା ପାୱାର ଏବଂ ଓଡ଼ିଶା ସରକାରଙ୍କ ଯୌଥ ଉଦ୍ୟୋଗ ଟିପି ନର୍ଦ୍ଦନ୍ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏନଓଡିଏଲ୍) ପକ୍ଷରୁ ‘ପ୍ରଧାନମନ୍ତ୍ରୀ ସୂର୍ଯ୍ୟ ଘର: ମୁଫ୍ତ ବିଜୁଳି ଯୋଜନା’ ଅଧୀନରେ ରୁଫ୍‌ଟପ୍ ସୋଲାର ସମ୍ପର୍କରେ ଜନସଚେତନତା ସୃଷ୍ଟି କରିବା ସହ ଏହାର … Read More

ପୂର୍ବତନ PACS ସେକ୍ରେଟାରୀଙ୍କୁ ବାନ୍ଧିଲା ଭିଜିଲାନ୍ସ, ୧୪.୨୨ ଲକ୍ଷ ହେରଫେର ଅଭିଯୋଗ

ଭୁବନେଶ୍ୱର: ଆର୍ଥିକ ଅନିୟମିତତା ବିରୁଦ୍ଧରେ ଏକ ବଡ଼ କାର୍ଯ୍ୟାନୁଷ୍ଠାନ ସ୍ୱରୂପ ଓଡ଼ିଶା ଭିଜିଲାନ୍ସ ଗୁରୁବାର ଦିନ ବଲାଙ୍ଗୀର ଜିଲ୍ଲାର ବେଲପଡ଼ା ବ୍ଲକ୍ ଅନ୍ତର୍ଗତ ‘ଯୁବ ପ୍ରାଥମିକ କୃଷି ସମବାୟ ସମିତି’ (PACS) ଲିମିଟେଡର ପୂର୍ବତନ ସେକ୍ରେଟାରୀ ଚିନ୍ତାମଣି ମଲ୍ଲିକଙ୍କୁ ଗିରଫ କରିଛି। … Read More

ଅକ୍ଟୋବର ୨ରୁ ଭୁବନେଶ୍ୱରରୁ ବ୍ୟାଙ୍କକ୍‌କୁ ପୁଣି ଉଡ଼ିବ ବିମାନ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଥାଇଲାଣ୍ଡର ବ୍ୟାଙ୍କକ୍‌କୁ ପୁଣି ଆରମ୍ଭ ହେବ ବିମାନ ସେବା। ଆସନ୍ତା ଅକ୍ଟୋବର ୨ରୁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବ୍ୟାଙ୍କକ୍‌କୁ ବିମାନ ଚଳାଚଳ ଆରମ୍ଭ ହେବ ବୋଲି ବିମାନବନ୍ଦର ନିର୍ଦ୍ଦେଶକ ପ୍ରସନ୍ନ ପ୍ରଧାନ ସୂଚନା ଦେଇଛନ୍ତି।ପ୍ରସନ୍ନ ପ୍ରଧାନଙ୍କ … Read More

ପାକିସ୍ତାନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି

ଭୁବନେଶ୍ବର : କେବଳ ଓଡ଼ିଶା କିମ୍ବା ଅନ୍ୟ ରାଜ୍ୟରେ ନୁହେଁ, ପାକିସ୍ତାନରେ ମଧ୍ୟ ଅଛି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମି। ପାକିସ୍ତାନର ସିନ୍ଧପ୍ରଦେଶରେ ମହାପ୍ରଭୁଙ୍କ ଜମି ରହିଛି। ଏସବୁ ଜମିର ସ୍ଥିତି ସମ୍ପର୍କରେ ଅନୁଧ୍ୟାନ ଆରମ୍ଭ ହେବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ … Read More

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ମୟୂରଭଞ୍ଜ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଭୁବନେଶ୍ୱର: ଉତ୍ତର ବଙ୍ଗୋପସାଗର ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଘୂର୍ଣ୍ଣିବଳୟ ପ୍ରଭାବରେ ଆଜି ଉତ୍ତର ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର … Read More