ଇଣ୍ଡୋନେସିଆରେ ଭୂମିକମ୍ପ ଝଟକା, ୬.୨ ତୀବ୍ରତାରେ ଥରିଲା ଜାଭା
ଇଣ୍ଡୋନେସିଆ: ଇଣ୍ଡୋନେସିଆର ଜାଭା ଦ୍ୱୀପରେ ଶନିବାର ଏକ ଶକ୍ତିଶାଳୀ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଜର୍ମାନ ରିସର୍ଚ୍ଚ ସେଣ୍ଟର ଫର୍ ଜିଓସାଇନ୍ସେସ୍ (GFZ) ଅନୁଯାୟୀ, ଭୂକମ୍ପର ତୀବ୍ରତା ୬.୨ ରେକର୍ଡ ହୋଇଥିବା ବେଳେ ଏହାର କେନ୍ଦ୍ର ଭୂପୃଷ୍ଠରୁ ପ୍ରାୟ ୩୭୬ କିଲୋମିଟର … Read More
