୧ ନମ୍ବର ହାଟରୁ ଜବରଦଖଲ ଉଚ୍ଛେଦ, ବାରମ୍ବାର ଅଗ୍ନିକାଣ୍ଡ ପରେ ଆକ୍ସନ ମୋଡ୍ ରେ BMC ଓ BDA
ଭୁବନେଶ୍ବର: ବାରମ୍ବାର ଅଗ୍ନିକାଣ୍ଡ ପରେ ଆକ୍ସନ ମୋଡ୍ ରେ BMC ଓ BDA । ୟୁନିଟ-୧ ହାଟ ଅଞ୍ଚଳରେ ରାସ୍ତା କଡ଼ରେ ଥିବା ଦୋକାନ ଉପରେ ଚାଲିଛି ଉଚ୍ଛେଦ । ଅମାନିଆ ଦୋକାନୀଙ୍କ ଦୋକାନ ଭାଙ୍ଗୁଛି ପ୍ରଶାସନ । ୟୁନିଟ ୧ ହାଟରେ … Read More
