ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟା ମାମଲା; ‘ଜାଣିଶୁଣି ଚାପି ଦିଆଯାଇଥିଲା’ କମିସନ୍ ରିପୋର୍ଟ : ଆଇନମନ୍ତ୍ରୀ
ଭୁବନେଶ୍ୱର: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ମାମଲାକୁ ନେଇ ପୁଣି ତେଜିଲା ରାଜନୀତି। ଏହି ହତ୍ୟାକାଣ୍ଡ ପଛରେ ଷଡ଼ଯନ୍ତ୍ର ଥିବା ସନ୍ଦେହ ଉପୁଜିଥିବା କହିଛନ୍ତି ଆଇନମନ୍ତ୍ରୀ। ପୂର୍ବ ବିଜେଡି ସରକାର ଉପରେ ଗୁରୁତର ଅଭିଯୋଗ ଆଣି ଆଇନମନ୍ତ୍ରୀ କହିଛନ୍ତି, ଜାଣିଶୁଣି କମିସନ୍ … Read More
