ମୃଦ୍ୟୁ ପାନୀୟ ଦେଇ ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ମୃଦ୍ୟୁ ପାନୀୟ ଦେଇ ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ । ରାଜଧାନୀର ପଟିଆ ଅଞ୍ଚଳରେ ଚାଞ୍ଚଲ୍ୟ । କୋଲଡ ଡ୍ରିଙ୍କସ ପିଇବାକୁ ଦେଇ ଘରୋଇ ସହାୟିକାଙ୍କୁ ଦୁଷ୍କର୍ମ କରିଛି ଘର ମାଲିକ । ଅଭିଯୋଗ ପାଇବା ପରେ ଅଭିଯୁକ୍ତକୁ ଗିରଫ କରିଛି … Read More

୫ ଦିନ ଠପ୍ ହେବ ବ୍ୟାଙ୍କ କାରବାର, ୧୧ରେ ଧର୍ମଘଟ ପରେ ସାପ୍ତାହିକ ଓ ପାର୍ବଣ ଛୁଟି

ଭୁବନେଶ୍ୱର : ଆସନ୍ତ ୧୧ରୁ ଲଗାତାର ୫ ଦିନ ବନ୍ଦ ରହିବ ବ୍ୟାଙ୍କ । ​ ଧର୍ମଘଟ ସହ ସାପ୍ତାହିକ ଓ ପର୍ବପର୍ବାଣି ଛୁଟି । ଠପ୍ ହେବ କାରବାର । ବ୍ୟାଙ୍କ କର୍ମଚାରୀ ସଂଘର ଧର୍ମଘଟ ଡାକରା ସାଙ୍ଗକୁ ଦ୍ୱିତୀୟ ଶନିବାର, … Read More

ସୁଧାର ଗୃହରେ ନାବାଳିକା ଗର୍ଭବତୀ, ଦୁଷ୍କର୍ମ ଅଭିଯୋଗରେ ସୁରକ୍ଷାକର୍ମୀ ଓ ନାବାଳକ ଅନ୍ତେବାସୀ ଗିରଫ

କେନ୍ଦ୍ରାପଡା : ସୁଧାର ଗୃହରେ ନାବାଳିକା ଗର୍ଭବତୀ, ସୁରକ୍ଷାକର୍ମୀ ଓ ନାବାଳକ ଅନ୍ତେବାସୀ ଗିରଫ । ସୁଧାର ଗୃହରେ ନାବାଳିକା ଛାତ୍ରୀ ଅନ୍ତସତ୍ତ୍ବା ଅଭିଯୋଗ । କେନ୍ଦ୍ରାପଡା ସଦର ଥାନା ଗରାପୁର ଅଞ୍ଚଳରେ ଥିବା ଏକ ସୁଧାର ଗୃହରେ ସାମ୍ନାକୁ ଆସିଛି ଏଭଳି … Read More

ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଳ ଟ୍ରାକ୍‌କୁ ମଞ୍ଜୁରୀ, ରାଜ୍ୟରେ ଆହୁରି ସୁଦୃଢ଼ ହେବ ରେଳ ଭିତ୍ତିଭୂମି

ଭୁବନେଶ୍ବର: ଓଡ଼ିଶା ସମେତ ୫ଟି ରାଜ୍ୟର ରେଳ ଭିତ୍ତିଭୂମିକୁ ଆହୁରି ସୁଦୃଢ଼ କରିବା ଦିଗରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ବଡ଼ ପଦକ୍ଷେପ ନିଆଯାଇଛି। ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଳ ଟ୍ରାକ୍‌ ସମ୍ପ୍ରସାରଣ ପ୍ରକଳ୍ପକୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟି ପକ୍ଷରୁ ଅନୁମୋଦନ … Read More

ସ୍କ୍ରବଟାଇଫସ୍ ନିୟନ୍ତ୍ରଣ ପାଇଁ ପ୍ରତିଷେଧମୂଳକ ବ୍ୟବସ୍ଥାକୁ ଗୁରୁତ୍ବ, ଆତଙ୍କିତ ନହେବାକୁ ସ୍ଵାସ୍ଥ୍ୟ ମନ୍ତ୍ରୀଙ୍କ ପରାମର୍ଶ

ଭୁବନେଶ୍ଵର: ସ୍କ୍ରବ୍ ଟାଇଫସ୍‌କୁ ନେଇ ତତ୍ପର ହୋଇଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ଯେଉଁ ଅଞ୍ଚଳରେ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହେବେ, ସେଠାକୁ ଡାକ୍ତରୀ ଟିମ୍ ପଠାଯିବ। ରୋଗ ଯେପରି ଅନ୍ୟ ଅଞ୍ଚଳକୁ ନ ବ୍ୟାପେ, ସେଥିପାଇଁ ସଚେତନତା ସହ ନିୟନ୍ତ୍ରଣମୂଳକ … Read More

ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବା, ମୋବାଇଲ ଟର୍ଚ୍ଚରେ ଚାଲିଛି ରୋଗୀ ସେବା

ପିପିଲି: ମୋବାଇଲ ଟର୍ଚ୍ଚରେ ରୋଗୀସେବା । ଜାତୀୟ ରାଜପଥ ୩୧୬ ପାର୍ଶ୍ବରେ ଥିବା ପୁରୀର ସାକ୍ଷୀଗୋପାଳ ଡାକ୍ତରଖାନାରୁ ଆସିଛି ଏଭଳି ଅଭିଯୋଗ। ସନ୍ଧ୍ୟାରେ ବିଦ୍ୟୁତ ସରବରାହ ବନ୍ଦ ହୋଇଯିବାରୁ ଡ୍ରେସିଂ ରୁମ, ମେଲ୍ ୱାର୍ଡ ଓ ଡାଇରିଆ ୱାର୍ଡ ପ୍ରାୟ ଏକ … Read More

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦୁବାଇ ଗସ୍ତ, ସୁଦୃଢ଼ ହେବ ୟୁଏଇ ସହିତ ଓଡ଼ିଶାର ଆର୍ଥିକ ସମ୍ପର୍କ

ଭୁବନେଶ୍ବର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆବୁଧାବିରେ ପହଞ୍ଚିଛନ୍ତି। ଏହାସହ ସଂଯୁକ୍ତ ଅରବ ଏମିରେଟ୍ସ (ୟୁଏଇ)ରେ ଓଡ଼ିଶାର ଉଚ୍ଚସ୍ତରୀୟ ନିବେଶ ଅଭିଯାନର ଶୁଭାରମ୍ଭ ହୋଇଛି। ସେପ୍ଟେମ୍ବର ୯ ରୁ ୧୧ ପର୍ଯ୍ୟନ୍ତ ପ୍ରମୁଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ … Read More

ନନ୍ଦନକାନନ ଆସିଲେ ଭୋଗରାଇ ଜଙ୍ଗଲରୁ ଉଦ୍ଧାର ୫ ଓରାଙ୍ଗଉଟାନ

ଭୁବନେଶ୍ୱର : ବାଲେଶ୍ୱର ଜିଲ୍ଲା ଭୋଗରାଇ ଜଙ୍ଗଲରୁ ଉଦ୍ଧାର ୫ ଓରାଙ୍ଗଉଟାନଙ୍କୁ ନନ୍ଦନକାନନ ଅଣାଯାଇଛି  । ସେମାନଙ୍କୁ ନନ୍ଦନକାନନରେ ସ୍ବତନ୍ତ୍ର ବ୍ୟବସ୍ଥାରେ ରଖାଯିବା ସହ ଗତିବିଧି ଉପରେ ରହିଛି ନଜର। ବାଲେଶ୍ୱର ଜିଲ୍ଲା ଭୋଗରାଇ ରାଣାକାଠା ସଂରକ୍ଷିତ ଜଙ୍ଗଲରେ ୫ ବିରଳ ଓରାଙ୍ଗଉଟାନ … Read More

ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇବାକୁ ଧମକ, ଖଲିସ୍ତାନୀ ସଂଗଠନ ପଠାଇଥିବା ଆଶଙ୍କା

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇବାକୁ ଧମକ । ଧମକ ମିଳିବା ପରେ ଆତଙ୍କ ଖେଳିଯାଇଛି । ସକାଳ ୮.୩୯ରେ ଦିଲ୍ଲୀ ବିଧାନସଭା ସ୍ପିକରଙ୍କ ଅଫିସିଆଲ ୱେବସାଇଟକୁ ଧମକପୂର୍ଣ୍ଣ ଇମେଲ ଆସିଥିଲା । ଦିଲ୍ଲୀ ବିଧାନସଭା ପରିସରକୁ ବୋମାରେ ଉଡ଼ାଇବାକୁ ଧମକ … Read More

ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା, ୬ ମୃତ, ୭ ଗୁରୁତର

ମହାରାଷ୍ଟ୍ର : ଗୋଣ୍ଡିଆ-ବାଲାଘାଟ ରାଜ୍ୟ ରାଜପଥରେ ସୋମବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ନାଗରା ଗାଁ ନିକଟରେ ଏକ ଦ୍ରୁତଗାମୀ ଟ୍ରକ୍ ଶ୍ରମିକଙ୍କୁ ନେଇ ଯାଉଥିବା ବୋଲେରୋକୁ ସାମ୍ନାପଟୁ ଜୋରଦାର ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୩ … Read More