କମିବ ପେଟ୍ରୋଲ ଓ ଡିଜେଲ ଦର, କ୍ରୁଡ୍ ଅଏଲ ଦାମ୍ କମାଇବାକୁ ଟ୍ରମ୍ପଙ୍କ ପ୍ରତିଶ୍ରୁତି
ନୂଅଦିଲ୍ଲୀ : ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେଲ ଦରକୁ ନେଇ ବଡ଼ ଘୋଷଣା କରିଛନ୍ତି। ଆଗାମୀ ଦିନରେ କ୍ରୁଡ୍ ଅଏଲ୍ ଦର ହ୍ରାସ କରିବାକୁ ସେ ଆଶ୍ୱାସନା ଦେଇଛନ୍ତି । … Read More
