କରେଣ୍ଟ ଲାଗି ଗଲା ମାଆ-ଝିଅଙ୍କ ଜୀବନ, ନ୍ୟାୟ ଦାବିରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଞ୍ଚିଲେ ପରିବାର ଲୋକେ
କଳାହାଣ୍ଡି : ବିଦ୍ୟୁତ ଆଘାତରେ ଗଲା ମାଆ-ଝିଅଙ୍କ ଜୀବନ । କଳାହାଣ୍ଡି ସଦର ଥାନା କାର୍ଲାସୋଡା ଗାଁରେ ଅଘଟଣ ଘଟିଛି । ମୃତକ ହେଲେ ଲଳିତା ନାୟକ ଓ ଝିଅ ଶତଳ ନାଏକ। ମୃତଦେହ ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ପହଂଚିଲେ ପରିବାର । … Read More
