ଆୟୁଷ୍ମାନ ଯୋଜନାରେ ମିଶିବନି ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା

ଭୁବନେଶ୍ୱର: ସାମ୍ବାଦିକମାନଙ୍କ ପାଇଁ ରାଜ୍ୟରେ ଚାଲୁଥିବା ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନା ଆୟୁଷ୍ମାନ ଭାରତ ଯୋଜନାରେ ମିଶିବ ନାହିଁ। ପୂର୍ବପରି ସାମ୍ବାଦିକମାନେ ଗୋପବନ୍ଧୁ ସ୍ୱାସ୍ଥ୍ୟ ବୀମା ଯୋଜନାରେ ଅନ୍ତର୍ଭୁକ୍ତ ରହିବେ। ଏନେଇ ସରକାରଙ୍କ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଯେଉଁ ସାମ୍ବାଦିକମାନେ ନୂଆକରି ଏହି ସ୍ୱାସ୍ଥ୍ୟ ବୀମା … Read More

ନାବାଳିକାକୁ ସଂଘବଦ୍ଧ ଆକ୍ରମଣ; ୨ ନାବାଳକ ସମେତ ୬ ଗିରଫ

ନାକଟିଦେଉଳ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ପୋଲିସ ଜଣେ ୧୨ ବର୍ଷୀୟା ନାବାଳିକା କୁ ସଂଘବଦ୍ଧ ଭାବେ ଆକ୍ରମଣ କରି ଅପହରଣ ଉଦ୍ୟମ କରିବା ଅଭିଯୋଗରେ ୨ ଜଣ ନାବାଳକ ସମେତ ସମୁଦାୟ ୬ ଜଣଙ୍କୁ ଗିରଫ କରି ମଙ୍ଗଳବାର ଦିନ … Read More

ଦକ୍ଷିଣାଞ୍ଚଳ ଆଇଜି ଭାବେ ଦାୟିତ୍ୱ ଗ୍ରହଣ କଲେ ଜେ.ଏନ୍. ପଙ୍କଜ

ବ୍ରହ୍ମପୁର: ଦକ୍ଷିଣାଞ୍ଚଳ ଆଇଜି ଭାବେ ଆଜି, ସେପ୍ଟେମ୍ବର ୧, ୨୦୨୬ ସକାଳେ ଦାୟିତ୍ୱ ଗ୍ରହଣ କରିଛନ୍ତି ଆଇପିଏସ୍ ଅଧିକାରୀ ଶ୍ରୀ ଜେ.ଏନ୍. ପଙ୍କଜ। ସେ ପୂର୍ବତନ ଦକ୍ଷିଣାଞ୍ଚଳ ଆଇଜି ଶ୍ରୀ ନୀତି ଶେଖର, ଆଇପିଏସ୍ଙ୍କଠାରୁ ଆନୁଷ୍ଠାନିକ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ନୂତନ ଆଇଜିଙ୍କ ଦାୟିତ୍ୱ … Read More

କାନ୍ଥ ଭୁଶୁଡି ମହିଳା ମୃତ

ମୟୂରଭଞ୍ଜ : ଲଗାଣ ବର୍ଷାରେ କାନ୍ଥ ଭୁଶୁଡି ଜଣେ ମୃତ। ମୟୂରଭଞ୍ଜ ଜିଲ୍ଲା ତିରିଂ ଥାନା ମାତକମଡ଼ିହି ଗାଁରେ କାନ୍ଥ ଭୁଶୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ। ମୃତ ମହିଳା ବଡ଼ଭୁଣ୍ଡୁ ଗାଁର ସିନଗୋ ମୁର୍ମୁ। ସେ ଦୀର୍ଘ ଦିନ ଧରି ମାତକମଡ଼ିହି ସ୍ଥିତ … Read More

ଆସନ୍ତାକାଲି ଶ୍ରୀଜିଉଙ୍କ ରାହୁରେଖା ଲାଗି ନୀତି, ସାଢ଼େ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ସାଢ଼େ ୪ ଘଣ୍ଟା ବନ୍ଦ ରହିବ ଜଗନ୍ନାଥ ଦର୍ଶନ । ଅପରାହ୍ନ ୨ଟା ୩୦ ଠାରୁ ସନ୍ଧ୍ୟା ୭ ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ୍ । ଆସନ୍ତାକାଲି ୨ ସେପ୍ଟେମ୍ବର, ବୁଧବାର ,ଭାଦ୍ରବ କୃଷ୍ଣ ପଞ୍ଚମୀ ତିଥିରେ … Read More

କଙ୍ଗାରୁ କୋର୍ଟ ଅପମାନ ସହିନପାରି ଜୀବନ ହାରିଲେ ଯୁବକ

ମାଲକାନଗିରି: ସହିପାରିଲେନି କଙ୍ଗାରୁ କୋର୍ଟ ଅପମାନ, ଶେଷରେ ଝୁଲି ପଡ଼ିଲେ । ମାଲକାନଗିରି ଜିଲ୍ଲାରେ କଙ୍ଗାରୁ କୋର୍ଟ ଅପମାନ ପରେ ଝୁଲି ପଡ଼ିଲେ ଯୁବକ । ଅଭିଯୋଗ କରିଛନ୍ତି ପରିବାର । ମାଲକାନଗିରି ଜିଲ୍ଲା MV -୯୨ ଗାଁରୁ ଆସିଛି ଏଭଳି ଏକ … Read More

ସ୍ତ୍ରୀକୁ ମନାଇବାକୁ ଆସିଥିଲେ, ଜୋତାମାଳ ପିନ୍ଧାଇ ମୁହଁରେ ରଙ୍ଗ ମାରି ରାସ୍ତାରେ ଚଲାଇଲେ ଶ୍ୱଶୁର

ଯାଜପୁର : ସ୍ତ୍ରୀକୁ ମନାଇବାକୁ ଆସିଥିଲା ସ୍ୱାମୀ, କିନ୍ତୁ ଜୋତାମାଳ ପିନ୍ଧାଇଲା ଶ୍ୱଶୂର । ! ମୁହଁରେ ରଙ୍ଗ ମାରି ରାସ୍ତାରେ ଚଲାଇଲା । ଜ୍ବାଇଁଙ୍କ ବେକରେ ଜୋତାମାଳ ଝୁଲାଇ ବଜାର ବୁଲାଇଲେ ଶ୍ୱଶୁର । ଯାଜପୁର ଜିଲ୍ଲା ବିଂଝାରପୁର ଥାନା କଲ୍ୟାଣପୁରରେ … Read More

ବେଆଇନ ପଥର ଖାଦାନ ଉପରେ ଚଢ଼ାଉ, ବିପୁଳ ବିସ୍ପୋରକ ଜବତ

ହରଭଙ୍ଗା : ବେଆଇନ ପଥର ଖାଦାନ ଉପରେ ରେଡ଼ । ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀ ଜବତ ହୋଇଛି । ବୌଦ୍ଧ ଜିଲ୍ଲା ହରଭଙ୍ଗା ଅତିରିକ୍ତ ତହସିଲଦାରଙ୍କ ସମେତ ଏକ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ ଅଛନ୍ତି । ବୋୖଦ୍ଧ ଜିଲ୍ଲା ଖରଭୂଇଁ … Read More

ଉଚ୍ଚ ଶିକ୍ଷା ପାଇଁ ଗରିବ ମେଧାବୀ SC/ST ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଇବେ ରାଜ୍ୟ ସରକାର

ଭୁବନେଶ୍ୱର: ଗରିବ ମେଧାବୀ SC/ST ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଇବେ ରାଜ୍ୟ ସରକାର। ସ୍ନାତକୋତ୍ତର ଓ Ph.D ପାଇଁ ମେଧାବୀ ଛାତ୍ରଛାତ୍ରୀଙ୍କୁ ବିଦେଶ ପଠାଯିବ କହିଲେ ଉଚ୍ଚ ଶିକ୍ଷା ମନ୍ତ୍ରୀ। ବିଦେଶର ଶ୍ରେଷ୍ଠ ୨୦୦ ମାନ୍ୟତାପ୍ରାପ୍ତ ଶିକ୍ଷାନୁଷ୍ଠାନରେ ପଢ଼ିବେ ଛାତ୍ରଛାତ୍ରୀ। ବାର୍ଷିକ ପରିବାର … Read More

ଓଡ଼ିଶା ଲୋକଭବନକୁ ଗ୍ରୀନ୍ ବ୍ଲିଡିଂ କାଉନ୍ସିଲ୍ ମାନ୍ୟତା

ଭୁବନେଶ୍ୱର: ଓଡ଼ିଶା ଲୋକଭବନ ହାସଲ କରିଛି ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନ୍ସିଲ୍ (IGBC)ର ସମ୍ମାନଜନକ ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ୍। ଭାରତର ପ୍ରଥମ ଲୋକଭବନ ଭାବେ ଏହି ମାନ୍ୟତା ହାସଲ କରିଛି ଓଡ଼ିଶା ଲୋକଭବନ। ଯାହା ରାଜ୍ୟ ପାଇଁ ଗର୍ବ ଓ … Read More