ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦୁବାଇ ଗସ୍ତ, ସୁଦୃଢ଼ ହେବ ୟୁଏଇ ସହିତ ଓଡ଼ିଶାର ଆର୍ଥିକ ସମ୍ପର୍କ

ଭୁବନେଶ୍ବର: ଓଡ଼ିଶା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଆବୁଧାବିରେ ପହଞ୍ଚିଛନ୍ତି। ଏହାସହ ସଂଯୁକ୍ତ ଅରବ ଏମିରେଟ୍ସ (ୟୁଏଇ)ରେ ଓଡ଼ିଶାର ଉଚ୍ଚସ୍ତରୀୟ ନିବେଶ ଅଭିଯାନର ଶୁଭାରମ୍ଭ ହୋଇଛି। ସେପ୍ଟେମ୍ବର ୯ ରୁ ୧୧ ପର୍ଯ୍ୟନ୍ତ ପ୍ରମୁଖ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଏବଂ … Read More

ନନ୍ଦନକାନନ ଆସିଲେ ଭୋଗରାଇ ଜଙ୍ଗଲରୁ ଉଦ୍ଧାର ୫ ଓରାଙ୍ଗଉଟାନ

ଭୁବନେଶ୍ୱର : ବାଲେଶ୍ୱର ଜିଲ୍ଲା ଭୋଗରାଇ ଜଙ୍ଗଲରୁ ଉଦ୍ଧାର ୫ ଓରାଙ୍ଗଉଟାନଙ୍କୁ ନନ୍ଦନକାନନ ଅଣାଯାଇଛି  । ସେମାନଙ୍କୁ ନନ୍ଦନକାନନରେ ସ୍ବତନ୍ତ୍ର ବ୍ୟବସ୍ଥାରେ ରଖାଯିବା ସହ ଗତିବିଧି ଉପରେ ରହିଛି ନଜର। ବାଲେଶ୍ୱର ଜିଲ୍ଲା ଭୋଗରାଇ ରାଣାକାଠା ସଂରକ୍ଷିତ ଜଙ୍ଗଲରେ ୫ ବିରଳ ଓରାଙ୍ଗଉଟାନ … Read More

ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇବାକୁ ଧମକ, ଖଲିସ୍ତାନୀ ସଂଗଠନ ପଠାଇଥିବା ଆଶଙ୍କା

ନୂଆଦିଲ୍ଲୀ : ଦିଲ୍ଲୀ ବିଧାନସଭାକୁ ବୋମାରେ ଉଡ଼ାଇବାକୁ ଧମକ । ଧମକ ମିଳିବା ପରେ ଆତଙ୍କ ଖେଳିଯାଇଛି । ସକାଳ ୮.୩୯ରେ ଦିଲ୍ଲୀ ବିଧାନସଭା ସ୍ପିକରଙ୍କ ଅଫିସିଆଲ ୱେବସାଇଟକୁ ଧମକପୂର୍ଣ୍ଣ ଇମେଲ ଆସିଥିଲା । ଦିଲ୍ଲୀ ବିଧାନସଭା ପରିସରକୁ ବୋମାରେ ଉଡ଼ାଇବାକୁ ଧମକ … Read More

ବୋଲେରୋ-ଟ୍ରକ ମୁହାଁମୁହିଁ ଧକ୍କା, ୬ ମୃତ, ୭ ଗୁରୁତର

ମହାରାଷ୍ଟ୍ର : ଗୋଣ୍ଡିଆ-ବାଲାଘାଟ ରାଜ୍ୟ ରାଜପଥରେ ସୋମବାର ବିଳମ୍ବିତ ରାତିରେ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ନାଗରା ଗାଁ ନିକଟରେ ଏକ ଦ୍ରୁତଗାମୀ ଟ୍ରକ୍ ଶ୍ରମିକଙ୍କୁ ନେଇ ଯାଉଥିବା ବୋଲେରୋକୁ ସାମ୍ନାପଟୁ ଜୋରଦାର ଧକ୍କା ଦେଇଥିଲା । ଏହି ଦୁର୍ଘଟଣାରେ ୩ … Read More

କମିବ ପେଟ୍ରୋଲ ଓ ଡିଜେଲ ଦର, କ୍ରୁଡ୍ ଅଏଲ ଦାମ୍ କମାଇବାକୁ ଟ୍ରମ୍ପଙ୍କ ପ୍ରତିଶ୍ରୁତି

ନୂଅଦିଲ୍ଲୀ : ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତେଲ ଦରକୁ ନେଇ ବଡ଼ ଘୋଷଣା କରିଛନ୍ତି। ଆଗାମୀ ଦିନରେ କ୍ରୁଡ୍ ଅଏଲ୍ ଦର ହ୍ରାସ କରିବାକୁ ସେ ଆଶ୍ୱାସନା ଦେଇଛନ୍ତି । … Read More

ଲେବାନନ ଉପରେ ଇସ୍ରାଏଲର ଆକ୍ରମଣ, ୭ ମୃତ

ନୂଆଦିଲ୍ଲୀ: ଗତ ୩ ଦିନ ଧରି ଦକ୍ଷିଣ ଲେବାନନରେ ଇସ୍ରାଏଲୀ ସେନାର ଲଗାତାର ଆକ୍ରମଣ ଜାରି ରହିଛି । ଏହି ଆକ୍ରମଣରେ ଅତି କମରେ ୨୭ ଜଣଙ୍କ ମୃତ୍ୟୁ ହୋଇଛି । ଆଉ ୬୯ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ … Read More

ମୋଦୀଙ୍କ ମୁମ୍ବାଇ ଗସ୍ତ ବେଳେ ବଡ଼ ଧରଣର ସୁରକ୍ଷା ତ୍ରୁଟି, ପିଏମଓର ନକଲି ପରିଚୟପତ୍ର ଓ ବନ୍ଧୁକ ଜବତ, ୨ସନ୍ଦିଗ୍ଧ ଗିରଫ

ମୁମ୍ବାଇ : ମୁମ୍ବାଇରେ ବାନ୍ଦ୍ରା-କୁର୍ଲା କମ୍ପ୍ଲେକ୍ସ (BKC)ସ୍ଥିତ ନୀତା ଅମ୍ବାନୀ କଲ୍ଚରାଲ୍ ସେଣ୍ଟରରୁ ଦୁଇ ସନ୍ଦିଗ୍ଧଙ୍କୁ ଗିରଫ କରାଯାଇଛି । ପିଏମ୍ ମୋଦିଙ୍କ କାର୍ଯ୍ୟକ୍ରମ ଥିବା ବେଳେ ସେଠାରୁ ଦୁଇ ଜଣଙ୍କୁ ଅଟକ ରଖାଯାଇଛି । ଅଟକ ଥିବା ବ୍ୟକ୍ତିଙ୍କ ମଧ୍ୟରୁ ଜଣଙ୍କ … Read More

ବନ୍ଦ ହେଲା ଆଇଫିଲ୍ ଟାୱାର? ମହିଳା କର୍ମଚାରୀଙ୍କୁ ନେଇ ବିବାଦ

ପ୍ୟାରିସ୍‌: ବିଶ୍ୱପ୍ରସିଦ୍ଧ ଆଇଫିଲ୍ ଟାୱାରକୁ ନେଇ ଫ୍ରାନ୍ସରେ ଏବେ ବଡ଼ ବିବାଦ ଦେଖାଦେଇଛି। ଏକ ହିନ୍ଦୁ ଧାର୍ମିକ ପ୍ରତିନିଧି ଦଳର ଘରୋଇ ଗସ୍ତକୁ ନେଇ କର୍ମଚାରୀଙ୍କ ପ୍ରତିବାଦ ଯୋଗୁ ସୋମବାର ଟାୱାର ଖୋଲିବାରେ ବିଳମ୍ବ ହୋଇଥିଲା। ବିବାଦର କେନ୍ଦ୍ରରେ ରହିଛି ବୋଚାସନବାସୀ … Read More

ଓଡ଼ିଶା ଜନବିଶ୍ୱାସ ବିଲ୍‌କୁ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱାସଭିତ୍ତିକ ଶାସନକୁ ସୁଦୃଢ଼ କରିବା ପାଇଁ ନିୟାମକ ସଂସ୍କାରର ଦ୍ୱିତୀୟ ତଥା ବ୍ୟାପକ ପର୍ଯ୍ୟାୟକୁ ତର୍ଜମା କରି ‘ଓଡ଼ିଶା ଜନବିଶ୍ୱାସ ବିଲ୍, ୨୦୨୬’କୁ ରାଜ୍ୟ କ୍ୟାବିନେଟ୍‌ ଅନୁମୋଦନ ଦେଇଛନ୍ତି। ସେହିପରି, ଜଳସମ୍ପଦ ବିଭାଗର ନୂତନ ଐତିହ୍ୟ ଓ ପର୍ଯ୍ୟଟନଭିତ୍ତିକ … Read More

ଦିନ ଦିପହରେ ବ୍ୟାଙ୍କରୁ ଲୁଟି ନେଲେ ୧୦ ଲକ୍ଷରୁ ଅଧିକ ଟଙ୍କା, ମ୍ୟାନେଜର ଗୁରୁତର

ଜଳେଶ୍ୱର : ଦିନ ଦ୍ବିପହରରେ ବ୍ୟାଙ୍କ  ଭିତରେ ପଶି ୧୦ଲକ୍ଷରୁ ଅଧିକ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ ।  ବାଲେଶ୍ବର ଜିଲ୍ଲା ବାଲିଆପାଳ ଥାନା ଖପରାପଦା ଓଡିଶା ଗ୍ରାମ୍ଯ ବ୍ୟାଙ୍କ ଶାଖାରୁ ଲୁଟ ଅଭିଯୋଗ ହୋଇଛି। ବନ୍ଧୁକ ଏବଂ ବିଭିନ୍ନ ମାରଣାସ୍ତ୍ର ଦେଖାଇବା … Read More