୧୬ ଲକ୍ଷରୁ ଊର୍ଦ୍ଧ୍ବ ସରକାରୀ ଅର୍ଥ ହଡ଼ପ, ୩ ଗିରଫ
କଟକ : ୧୬ ଲକ୍ଷରୁ ଊର୍ଦ୍ଧ୍ବ ସରକାରୀ ଟଙ୍କା ହଡ଼ପ, ୩ ଜଣଙ୍କୁ ବାନ୍ଧିଲା ଭିଜିଲାନ୍ସ। ବୃଦ୍ଧବୃଦ୍ଧାଙ୍କ ପାଇଁ ଉଦ୍ଦିଷ୍ଟ ସାମାଜିକ ସୁରକ୍ଷା ପେନସନ୍ ଟଙ୍କା ହଡ଼ପ ଅଭିଯୋଗରେ ଭୋଗରାଇ ବ୍ଲକର ୩ ପଞ୍ଚାୟତସ୍ତରୀୟ ଅଧିକାରୀଙ୍କୁ ଗିରଫ କରିଛି ଓଡ଼ିଶା ଭିଜିଲାନ୍ସ । … Read More
