ବୋହୂକୁ ଘରେ ତାଲା ପକାଇ ପୁଅକୁ ଛୁରୀ ଭୁଷି ହତ୍ୟା କଲେ ବାପା ଓ ସାବତ ମାଆ
ଭଦ୍ରକ : ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଚୁନିଦା ଗାଁରେ ଆଜି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ପାରିବାରିକ କଳହରୁ ବୋହୂକୁ ଘରେ ତାଲା ମାରି ପୁଅକୁ ହତ୍ୟା କଲା ବାପା। ଖବର ପାଇ ଭଦ୍ରକ ଗ୍ରାମାଞ୍ଚଳ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି … Read More
