ଅଧା ରାସ୍ତାରେ ଖରାପ ହେଲା ଆମ୍ବୁଲାନ୍ସ, ଚାଲିଗଲା ରୋଗୀର ଜୀବନ
ସୋର: ଅଧା ରାସ୍ତାରେ ଖରାପ ହୋଇଗଲା ଆମ୍ବୁଲାନ୍ସ। ଦୀର୍ଘ ସମୟ ଧରି ଖରାପ ହେବାରୁ ଚାଲିଗଲା ରୋଗୀଙ୍କ ଜୀବନ । ଆମ୍ବୁଲାନ୍ସକୁ ଅଟକ ରଖିଲେ ସଂମ୍ପର୍କୀୟ । ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ତୋରାଣିପଦା ଗ୍ରାମ ର ଭାଗବତ ସାହୁ ବିଦ୍ୟୁତ ସଂସ୍ପର୍ଶରେ … Read More
