ଡିଭାଇଡରକୁ ପିଟିଲା ବାଇକ: ୨ ମୃତ, ଜଣେ ଗୁରୁତର

ଭଦ୍ରକ : ଭଦ୍ରକ ଜିଲ୍ଲା ବାସୁଦେବପୁର ଜାମୁଝାଡି ରାସ୍ତାର ମାତାଜୀ ମଠ ଛକ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା । ଡିଭାଇଡରକୁ ପିଟିଲା ବାଇକ, ୨ ଜଣଙ୍କ ମୃତ୍ୟୁ, ଜଣେ ଗୁରୁତର । ମୃତକ ହେଲେ ସାନକୃଷ୍ଣପୁର ପଞ୍ଚାୟତ ଚାନ୍ଦିମାଳ ଗଦି ଗାଁର ଗୋବିନ୍ଦ … Read More

ଛାତ ତାଡ଼ି ସୁନା ଦୋକାନରୁ କୋଟିଏ ଟଙ୍କାର ଅଳଙ୍କାର ଲୁଟ୍

ଝାରସୁଗୁଡା : କୋଟିଏ ଟଙ୍କାର ସୁନା ଅଳଙ୍କାର ଲୁଟ୍। ଝାରସୁଗୁଡ଼ା ଦୋକାନ ଛାତ ତାଡ଼ି କୋଟିଏ ଟଙ୍କାର ସୁନା ଅଳଙ୍କାର ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି ।  ପୁରୁଣା ବସଷ୍ଟାଣ୍ଡ ନିକଟ ରାସ୍ତାପଡ଼ ଜୁଏଲାରୀ ଦୋକାନରୁ ଲୁଟିନେଇଛନ୍ତି ଦୁର୍ବୃତ୍ତ। ଝାରସୁଗୁଡା ସହର ସ୍ଥିତ … Read More

ମାଲକାନଗିରିରେ ଲଗାଣ ବର୍ଷା, ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ

ମାଲକାନଗିରି: ଲଗାଣ ବର୍ଷାରେ ବେହାଲ ମାଲକାନଗିରି ଜିଲ୍ଲା । ବୁଡ଼ିଲା ପୋଟେରୁ ଓ କାଙ୍ଗୁରକୋଣ୍ଡା ପୋଲ । ମୋଟୁ -କାଲିମେଳା ଯାତାୟାତ ଠପ। ଉଭୟ ପାର୍ଶ୍ଵରେ ଅଟକି ରହିଛି ଶତାଧିକ ଗାଡ଼ି । ଗତକାଲିଠାରୁ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ପ୍ରବଳ ବର୍ଷା ଜାରି … Read More

ନନ୍ଦନକାନନକୁ ଆସିଲେ ୧୪ ପ୍ରଜାତିର ନୂଆ ଅତିଥି

ଭୁବନେଶ୍ବର: ନନ୍ଦନକାନନ ଆସିଲେ ନୂଆ ଜୀବଜନ୍ତୁ । ଗୁଜରାଟର ବନ୍ତାରାରୁ ଆସିଛନ୍ତି ନୂଆ ପ୍ରଜାତିର ଜୀବଜନ୍ତୁ। ନନ୍ଦନକାନନ ଆସିଲେ ନୂଆ ଅତିଥି। ନନ୍ଦନକାନନରେ ପହଞ୍ଚିଛନ୍ତି ୭ ପ୍ରଜାତିର ଜୀବଜନ୍ତୁ । ସେମାନଙ୍କ ମଧ୍ୟରେ କିଛି ନୂଆ ପ୍ରଜାତିର ଜନ୍ତୁ ରହିଛନ୍ତି । ଆସିଥିବା … Read More

ନାଲୁହା ନଦୀରେ ବୁଡ଼ି ଭାଇ-ଭଉଣୀଙ୍କ ମୃତ୍ୟୁ

ଉଦଳା: ଭାଇ ଭଉଣୀ ଭାସିଯାଇ ମୃତ । ଭାଇ ପାଣିରେ ବୁଡ଼ିଥିବା ଦେଖି ଉଦ୍ଧାର କରିବାକୁ ଯାଇଥିଲା ଦିବ୍ୟାଙ୍ଗ ଭଉଣୀ । ହେଲେ ଉଭୟ ଭାଇ ଭଉଣୀଙ୍କ ଭାସି ଯାଇ ପାଣିରେ ବୁଡି ମୃତ୍ୟୁ ହୋଇଛି । ଏଭଳି ଘଟଣା ଘଟିଛି ମୟୂରଭଞ୍ଜ … Read More

ତ୍ରୁଟିପୂର୍ଣ୍ଣ ଚିକିତ୍ସାରୁ ଚାଲିଗଲା ଶିକ୍ଷକଙ୍କ ଜୀବନ !

ପୋଲସରା: ଭୁଲ ଚିକିତ୍ସାରୁ ଚାଲିଗଲା ଶିକ୍ଷକଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ପୋଲସରା ଥାନା ପାଣ୍ଡିରିପଡା ଗାଁରେ ।  କ୍ଵାକ ଜୟରାମ ଦିଗାଲଙ୍କ ଭୁଲ ଚିକିତ୍ସା ଯୋଗୁଁ ଜଣେ ଶିକ୍ଷକଙ୍କ ଜୀବନ ଚାଲିଯାଇଛି ।  ମୃତ ଶିକ୍ଷକ ହେଲେ … Read More

ଜମିରୁ ୬ ଫୁଟିଆ ବଉଳା କୁମ୍ଭୀର ଉଦ୍ଧାର, ଚାଷୀ ଭୟଭୀତ

ରାଜନଗର: ଚାଷ ଜମିରେ ବଉଳା କୁମ୍ଭୀର । ମାଛ ଧରିବା ପାଇଁ ବସାଯାଇଥିବା ଜାଲରେ ପଡ଼ିଲା ୬ ଫୁଟର ବଉଳା କୁମ୍ଭୀର । କେନ୍ଦ୍ରାପଡ଼ା ଜିଲ୍ଲା ରାଜନଗର ବ୍ଲକ ବ୍ରାହ୍ମଣୀକୋହ୍ଲା ଗାଁ ଚାଷ ଜମିରେ ଭାଗବତ ସ୍ଵାଇଁ ମାଛ ଧରିବା ପାଇଁ ଲଞ୍ଜା … Read More

ଦୁବାଇରେ ସରିଲା ଓଡ଼ିଶା ଇନଭେଷ୍ଟର୍ସ ମିଟ୍, ଆସିଲା ୨.୪୩ ଲକ୍ଷ କୋଟିର ନିବେଶ ପ୍ରସ୍ତାବ

ଭୁବନେଶ୍ବର: ୟୁଏଇରେ ତିନି ଦିନିଆ ନିବେଶ ଅଭିଯାନ ଶେଷ । ଆସିଲା ୨ଲକ୍ଷ ୪୩ ହଜାର ୧୬୨ କୋଟି ଟଙ୍କାର ନିବେଶ ପ୍ରସ୍ତାବ । ୬ ଲକ୍ଷ ୧୮ ହଜାର ୭୨୫ ନିଯୁକ୍ତି ସମ୍ଭାବନା । ଆବୁଧାବୀ ଓ ଦୁବାଇରେ ଅନୁଷ୍ଠିତ ତିନିଦିନିଆ … Read More

୧୫ରୁ ପ୍ରବଳ ବର୍ଷିବ, ଦୁଇ ଦିନ ଘଡ଼ଘଡ଼ି ଆଲର୍ଟ

ଭୁବନେଶ୍ୱର: ରାଜ୍ୟରେ ପୁଣି ଥରେ ପାଗର ମିଜାଜ୍ ବଦଳିବାକୁ ଯାଉଛି। ଲଗାଣ ବର୍ଷାରୁ ସାମାନ୍ୟ ଆଶ୍ୱସ୍ତି ମିଳିଥିବା ବେଳେ, ଆଗାମୀ ୧୫ ସେପ୍ଟେମ୍ବରରୁ ଓଡ଼ିଶାରେ ପୁଣି ଥରେ ପ୍ରବଳ ବର୍ଷା ଫେରିବାର ସମ୍ଭାବନା ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, … Read More

କାଦୁଅ ରାସ୍ତାରେ ଗାଁକୁ ଆସିପାରିଲାନି ଆମ୍ବୁଲାନ୍ସ, ୩.୫ କିମି ଖଟିଆରେ ବୁହାହେଲେ ଗର୍ଭବତୀ

ଗୁଡ଼ାରୀ: ରାୟଗଡ଼ା ଜିଲ୍ଲାରେ ଦୁର୍ଦ୍ଦଶାର ଚିତ୍ର । ନାହିଁ ରାସ୍ତା । ଗର୍ଭବତୀ ମହିଳାଙ୍କୁ ଖଟିଆରେ ବୋହି ୩.୫ କିଲୋମିଟର ଦୂର ଆମ୍ବୁଲାନ୍ସ ନିକଟକୁ ନେବାକୁ ପଡ଼ିଛି। ଏଭଳି ମୌଳିକ ରାସ୍ତା ସୁବିଧାରୁ ବଞ୍ଚିତ ହୋଇ ଅବହେଳିତ ଅବସ୍ଥାରେ ରହିଛନ୍ତି ରାୟଗଡ଼ା … Read More