ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଆସୁଛି ୩ଟି ବାତ୍ୟା !
ଭୁବନେଶ୍ୱର: ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ଆସିପାରେ ୩ଟି ବାତ୍ୟା! ଭାରତ ମହାସାଗରରେ ଆସିପାରେ ୩ଟି ଟ୍ରପିକାଲ ସାଇକ୍ଲୋନ୍। ଝଡ଼ର ତୀବ୍ରତା ଓ ଅବଧିକୁ ମାପୁଥିବା Power Dissipation Index-PDI ତଥ୍ୟ କୁ ଆଧାର କରି କିଛି ଏଭଳି ସଙ୍କେତ ଦେଇଛି ଇସ୍ରୋ। … Read More
