ଓଡ଼ିଶାରେ ନିବେଶ କରିବ ଗୁଜରାଟର ଅଗ୍ରଣୀ ସେମିକଣ୍ଡକ୍ଟର କମ୍ପାନି କ୍ବାଡ୍‌କ୍ବାଣ୍ଟମ୍‌

ଭୁବନେଶ୍ବର: ଗୁଜରାଟର ଅଗ୍ରଣୀ ସେମିକଣ୍ଡକ୍ଟର କମ୍ପାନି କ୍ବାଡ୍‌କ୍ବାଣ୍ଟମ ଓଡ଼ିଶାରେ ପୁଞ୍ଜିନିବେଶ କରିବାକୁ ଆଗ୍ରହ ପ୍ରକାଶ କରିଛି। ନୂଆଦିଲ୍ଲୀରେ ଆୟୋଜିତ ସେମିକନ୍‌ ଇଣ୍ଡିଆ ୨୦୨୬ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହ ଆଲୋଚନା ବେଳେ କମ୍ପାନି ଏହା ଜଣାଇଛି। କମ୍ପାନି ଓଡ଼ିଶାରେ ସିଲିକନ୍‌ … Read More

ସରକାରୀ ଆବାସିକ ବିଦ୍ୟାଳୟରେ ଜଣ୍ଡିସ୍‌ ଆତଙ୍କ; ୭୦ରୁ ଊର୍ଦ୍ଧ୍ୱ ଛାତ୍ରୀ ଆକ୍ରାନ୍ତ

ରାୟଗଡ଼ା: ହୋଷ୍ଟେଲରେ ପୁଣି ଜଣ୍ଡିସ୍‌ ଆତଙ୍କ। ରାୟଗଡ଼ା ଜିଲ୍ଲା କୋଲନରା ବ୍ଲକ ରବାଡି ସ୍ଥିତ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ଅଧୀନ ଆବାସିକ ବାଳିକା ଉଚ୍ଚ ବିଦ୍ୟାଳୟରେ ଜଣ୍ଡିସ୍ ଆତଙ୍କ ଦେଖାଦେଇଛି। ଗତ ୧୦ ଦିନ ମଧ୍ୟରେ ପ୍ରାୟ … Read More

ମମତା ବାନାର୍ଜୀଙ୍କ ଦଳକୁ ମିଳିଲା ଫୁଟବଲ୍ ଚିହ୍ନ

ନୂଆଦିଲ୍ଲୀ: Mamata Banarjee ଦିଦିଙ୍କ ମୁହଁରେ ଥାଏ ଖେଲା ହବେ । ଏବେ ତାଙ୍କୁ ମିଳିଛି ଫୁଟବଲ ଖେଳାଳି ଚିହ୍ନ । ଦିଦିଙ୍କ ଟିଏମସି ଦୁଇ ଫାଳ ହେବା ପରେ ଦୁଇ ଗୋଷ୍ଠୀଙ୍କୁ ନୂଆ ନାମ ଓ ଚିହ୍ନ ପ୍ରଦାନ କରିଛନ୍ତି ନିର୍ବାଚନ … Read More

ପାକିସ୍ତାନରେ ଲାଗିଲା ନୂଆ କଟକଣା, ରାତି ୯ଟାରେ ବନ୍ଦ ହେବ ଦୋକାନ ଓ ବଜାର

ପାକିସ୍ତାନ: Pakistan Smart Lockdown ପାକିସ୍ତାନ ପେଟ୍ରୋଲ ଓ ଡିଜେଲ ସଂରକ୍ଷଣ କରିବାକୁ ଅନେକ ନିଷ୍ପତ୍ତି ଲାଗୁ କରିଛି । ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଏବେ ସମସ୍ତ ଦୋକାନ, ବଜାର, କିରାଣା ଷ୍ଟୋର, ଗ୍ରୋସରୀ ଏବଂ ଜେନେରାଲ ଷ୍ଟୋର, ସପିଂ ମଲ୍ ପୁରା … Read More

ଓଆଇଆଇପିସିଆରଏ ସମୀକ୍ଷା: ଜଳାଶୟ ଉନ୍ନତି ସହ କୃଷି ଓ ମତ୍ସ୍ୟଚାଷକୁ ଗୁରୁତ୍ୱ

ଭୁବନେଶ୍ୱର:  ଜଳସେଚନ ଭିତ୍ତିଭୂମିର ସୁଦୃଢ଼ୀକରଣ ସହ କୃଷି, ଉଦ୍ୟାନ କୃଷି ଓ ମତ୍ସ୍ୟଚାଷର ସମନ୍ୱିତ ବିକାଶ ନିମନ୍ତେ ଓଡ଼ିଶା ସମନ୍ୱିତ ଜଳସେଚନ ପ୍ରକଳ୍ପ ପାଇଁ ଜଳବାୟୁ ସହନଶୀଳ କୃଷି (ଓଆଇଆଇପିସିଆରଏ)ର ଗୁରୁତ୍ବପୂର୍ଣ୍ଣ ସମୀକ୍ଷା ବୈଠକ ଆଜି (ଶୁକ୍ରବାର) ଅନୁଷ୍ଠିତ ହୋଇଯାଇଛି। ଜଳ ସମ୍ପଦ … Read More

ସହକର୍ମୀ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ଓ ଅତ୍ୟାଚାର ମାମଲାରେ OAS ଅଫିସର ଅରୁଣ ବିଶ୍ବାଳ ଗିରଫ

ଭୁବନେଶ୍ୱର : OAS Officer Arrested ଗିରଫ ହେଲେ OAS ଅଫିସର ଅରୁଣ ବିଶ୍ବାଳ। ସହକର୍ମୀ ଯୁବତୀଙ୍କ ଘରେ ପଶି ଦୁଷ୍କର୍ମ ଓ ଅତ୍ୟାଚାର ମାମଲାରେ ଗିରଫ। ପରିବହନ ବିଭାଗ ଅତିରିକ୍ତ ସଚିବ ଅରୁଣ ବିଶ୍ବାଳ ଗିରଫ କରିଛି ଭୁବନେଶ୍ବର ଖାରବେଳ ନଗର … Read More

କଟକ ଦୁର୍ଗାପୂଜା ପାଇଁ ଆଜିଠୁ ସିଙ୍ଗଲ୍ ୱିଣ୍ଡୋ ବ୍ୟବସ୍ଥା

କଟକ: ଚାଲିଛି ପାର୍ବଣ ଋତୁ। ସରିଲାଣି ଗଣେଶ ପୂଜା, ବିଶ୍ୱକର୍ମା ପୂଜା। ଆଗକୁ ଆସୁଛି ଦୁର୍ଗାପୂଜା। ଏଥିଲାଗି ଆଜିଠାରୁ ସିଙ୍ଗଲ୍‌ ୱିଣ୍ଡୋ ବ୍ୟବସ୍ଥା। କଟକ ବାରବାଟୀ ପ୍ୟାଲେସରେ ସକାଳ ୧୦ଟାରୁ ୫ଟା ପର୍ଯ୍ୟନ୍ତ ଆବେଦନ। ଶାରଦୀୟ ଦୁର୍ଗାପୂଜା–୨୦୨୬କୁ କଟକ ସହରରେ ଶାନ୍ତିପୂର୍ଣ୍ଣ, … Read More

ସ୍ପାମ୍ କଲ୍‌ରେ ଲାଗିବ ଲଗାମ, ଟ୍ରାଇର ନୂଆ ନିୟମ, ୫ଟି ନମ୍ବର ଧରାପଡ଼ିଲେ କଟିପାରେ କନେକ୍ସନ୍

ନୂଆଦିଲ୍ଲୀ: ଫେକ୍ କଲ୍, ସ୍ପାମ୍ କଲ୍ ଓ ଅନିଚ୍ଛାକୃତ କମର୍ସିଆଲ୍ କଲ୍ରେ ଲାଗିବ ଲଗାମ। ଟେଲିକମ୍ ରେଗୁଲେଟରୀ ଅଥରିଟି ଅଫ୍ ଇଣ୍ଡିଆ (TRAI) ଏନେଇ ଶୁକ୍ରବାର ନୂଆ ନିୟମ ଲାଗୁ କରିଛି। ନୂଆ ବ୍ୟବସ୍ଥାରେ ରୋବୋକଲ୍, ଅଟୋମେଟେଡ୍ କଲ୍ ଏବଂ ଏଆଇ … Read More

ସୁନ୍ଦରଗଡ଼ରେ ଥମୁନି ସ୍କ୍ରବ୍ ଟାଇଫସ୍‌ ସଂକ୍ରମଣ, ୮୭୧ ଜଣଙ୍କ ରିପୋର୍ଟ ପଜିଟିଭ୍

ସୁନ୍ଦରଗଡ: ସୁନ୍ଦରଗଡ଼ରେ ଚିନ୍ତା ବଢ଼ାଇଛି ସ୍କ୍ରବ୍ ଟାଇଫସ୍। ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଜଣେ ପରେ ଜଣେ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ବର୍ତ୍ତମାନ ସୁଦ୍ଧା ୮୭୧ ଜଣଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ସୂଚନା ରହିଛି । ଏତେ ସଂଖ୍ୟକ ପଜିଟିଭ ଚିହ୍ନଟ ପରେ … Read More

ଜାରିହେବ ଏସ୍‌ଓପି: ନିଜ ଜିଲ୍ଲାରେ ଅଡିଟ୍ କାର୍ଯ୍ୟ କରିପାରିବେ ନାହିଁ ଅଡିଟର୍

ଭୁବନେଶ୍ୱର/କଟକ: ଜିଲ୍ଲାର ବିଭିନ୍ନ ବିଭାଗର ଅଡିଟ୍‌ କାର୍ଯ୍ୟକୁ ଆହୁରି ସଶକ୍ତ ଓ ସ୍ବଚ୍ଛ କରିବାକୁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ଅଡିଟ୍‌ ନେଇ ନୂତନ ମାନକ ସଂଚାଳନ ପ୍ରକ୍ରିୟା (ଏସ୍‌ଓପି) ପ୍ରସ୍ତୁତ କରାଯିବା ସହ ଅଡିଟରମାନେ ଏଣିକି ନିଜ ଜିଲ୍ଲାରେ … Read More