ବନ୍ୟାଞ୍ଚଳ ପରିଦର୍ଶନ ବେଳେ ବିଧାୟକଙ୍କୁ ଦୁର୍ବ୍ୟବହାର
ବାରିପଦା: ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ଓ ବନ୍ୟା ପରିସ୍ଥିତି ସଙ୍ଗିନ ଥିବା ବେଳେ ଏକ ଅପ୍ରୀତିକର ଘଟଣା ସାମ୍ନାକୁ ଆସିଛି । ଉଦଳା ନିର୍ବାଚନ ମଣ୍ଡଳୀର ବିଧାୟକ ଭାସ୍କର ମଢ଼େଇ ବନ୍ୟାଞ୍ଚଳ ପରିଦର୍ଶନରେ ଯାଇଥିବା ସମୟରେ ଲୋକଙ୍କ ଆକ୍ରୋଶ ଏବଂ … Read More
