କାଜୁ ବଗିଚାରୁ ଯୁବକ-ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର
ନବରଙ୍ଗପୁର : କାଜୁ ବଗିଚାରୁ ଯୁବକ-ଯୁବତୀଙ୍କ ମୃତଦେହ ଉଦ୍ଧାର । ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ଥାନା ମୋକିଆ ଗାଁରେ ଅଭାବନୀୟ ଘଟଣା । ଏକ କାଜୁ ବାଡ଼ରୁ ଜଣେ ଯୁବକ ଓ ଜଣେ ନାବାଳିକାଙ୍କ ମୃତଦେହ ଉଦ୍ଧାରକୁ ନେଇ ଅଞ୍ଚଳରେ ଚାଞ୍ଚଲ୍ୟ । … Read More
