ଗଞ୍ଜାମରେ ନଭେମ୍ବର ୩ ଯାଏଁ ଶିକ୍ଷାନୁଷ୍ଠାନ ଛୁଟି; ସରକାରୀ କର୍ମଚାରୀଙ୍କ ରବିବାର ଛୁଟି ବାତିଲ
ଛତ୍ରପୁର: ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା ଏବଂ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଦୁଇଟି ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶନାମା ଜାରି ହୋଇଛି। ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ନଭେମ୍ବର ୩ ତାରିଖ … Read More
