ଦୁଇ ଦିନିଆ ମୁମ୍ବଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ, ଆସନ୍ତା ୨୨ରେ ହେବାକୁଥିବା ‘ଇଣ୍ଡିଆ କେମ୍ ୨୦୨୬’ରେ ଯୋଗଦେବେ
ଭୁବନେଶ୍ୱର: ଦୁଇ ଦିନିଆ ମୁମ୍ବଇ ଗସ୍ତ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ | ମୁମ୍ବାଇଠାରେ ଅକ୍ଟୋବର ୨୨ରୁ ଆରମ୍ଭ ହେଉଥିବା ‘ଇଣ୍ଡିଆ କେମ୍ ୨୦୨୬’ (India Chem 2026) ସମ୍ମିଳନୀରେ ଓଡ଼ିଶା ନିଜର ଶିଳ୍ପ ଦକ୍ଷତା, ବିଶାଳ ଭିତ୍ତିଭୂମି, ପ୍ରଗତିଶୀଳ … Read More
