ରୁଷରେ ଶକ୍ତିଶାଳୀ ଭୂକମ୍ପ, ତୀବ୍ରତା ୭.୦
ରୁଷ: ରୁଷିଆର ସୁଦୂର ପୂର୍ବରେ ଅବସ୍ଥିତ କାମଚାଟକା ଉପଦ୍ୱୀପ ଅଞ୍ଚଳରେ ଶୁକ୍ରବାର ଦିନ ଶକ୍ତିଶାଳୀ ଭୂମିକମ୍ପର ଝଟକା ଅନୁଭୂତ ହୋଇଛି । ଭୂମିକମ୍ପର ତୀବ୍ରତା ୭.୦ ଥିବା ସୂଚନା ମିଳିଛି । ଆମେରିକାର ଜାତୀୟ ସାମୁଦ୍ରିକ ଓ ବାୟୁମଣ୍ଡଳୀୟ ପ୍ରଶାସନ (NOAA) ସ୍ପଷ୍ଟ … Read More
