ଖରସ୍ରୋତା ନଦୀରେ ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର
ଯାଜପୁର: ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର । ଯାଜପୁର ଖରସ୍ରୋତା ନଦୀରେ ବଡ଼ ଅଘଟଣ । ନିଖୋଜ ବୃଦ୍ଧ ଜଣକ ହେଲେ କୋରେଇ ବ୍ଲକ ତଣ୍ଡରା ଗ୍ରାମ ପଞ୍ଚାୟତ ବରେଇ ଗାଁର ୬୭ ବର୍ଷୀୟ ଗଜେନ୍ଦ୍ର ମାଝୀ । ନିକଟ ନଦୀକୁ ଶୌଚ ପାଇଁ … Read More
ଯାଜପୁର: ବୃଦ୍ଧଙ୍କୁ ଟାଣିନେଲା କୁମ୍ଭୀର । ଯାଜପୁର ଖରସ୍ରୋତା ନଦୀରେ ବଡ଼ ଅଘଟଣ । ନିଖୋଜ ବୃଦ୍ଧ ଜଣକ ହେଲେ କୋରେଇ ବ୍ଲକ ତଣ୍ଡରା ଗ୍ରାମ ପଞ୍ଚାୟତ ବରେଇ ଗାଁର ୬୭ ବର୍ଷୀୟ ଗଜେନ୍ଦ୍ର ମାଝୀ । ନିକଟ ନଦୀକୁ ଶୌଚ ପାଇଁ … Read More
ଭୁବନେଶ୍ୱର : ଓଡ଼ିଶା ରାଜନୀତିର ଏକ ଦୀର୍ଘ ଅଧ୍ୟାୟ ସହ ଯୋଡ଼ି ହୋଇରହିଛି ନବୀନ ପଟ୍ଟନାୟକଙ୍କ ନାଁ । ଲଗାତାର ୨୪ ବର୍ଷ ଧରି ମୁଖ୍ୟମନ୍ତ୍ରୀ, ଆଉ ଗତ ଦୁଇ ବର୍ଷରୁ ଅଧିକ ସମୟ ଧରି ବିରୋଧୀ ଦଳ ନେତା । ଶାସନ … Read More
କଟକ: ଦୁର୍ଗାପୂଜାକୁ ଶାନ୍ତିଶୃଙ୍ଖଳା ଓ ସୁରକ୍ଷିତ ଭାବେ ସମ୍ପନ୍ନ କରିବା ପାଇଁ କଟକ ସହରରେ ବ୍ୟାପକ ପୁଲିସ ବ୍ୟବସ୍ଥା ଗ୍ରହଣ କରାଯାଇଛି। ପୂଜା ସମୟରେ ସହରରେ ମୋଟ ୬୦ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯିବ। ଏନେଇ କଟକ ଡିସିପି ରିଷିକେଶ ଖିଲାରୀ ସୂଚନା ଦେଇଛନ୍ତି।ପୂଜା ସମୟରେ ଆଇନଶୃଙ୍ଖଳା ରକ୍ଷା, ଭିଡ଼ ନିୟନ୍ତ୍ରଣ ଏବଂ ଶ୍ରଦ୍ଧାଳୁଙ୍କ ସୁରକ୍ଷାକୁ ପ୍ରାଥମିକତା ଦିଆଯିବ। ଏଥିପାଇଁ ୫୦୦ରୁ ଊର୍ଦ୍ଧ୍ୱ ପୋଲିସ ଅଧିକାରୀଙ୍କ ସହ ୬ ପ୍ଲାଟୁନ ସିଏପିଏଫ୍ ଯବାନ ମଧ୍ୟ ମୁତୟନ ରହିବେ। ସହରର ସମ୍ବେଦନଶୀଳ ସ୍ଥାନଗୁଡ଼ିକ ଉପରେ ସ୍ୱତନ୍ତ୍ର ନଜର ରଖାଯିବ| ଏଥିସହ ଅପ୍ରୀତିକର ପରିସ୍ଥିତି ଏଡ଼ାଇବା ଏବଂ ଆବଶ୍ୟକ ସମୟରେ ତ୍ୱରିତ ପଦକ୍ଷେପ ନେବା ପାଇଁ ସମ୍ବେଦନଶୀଳ ଅଞ୍ଚଳରେ ସ୍ପେଶାଲ୍ ଟିମ୍ ମୁତୟନ କରାଯିବ।ଅନ୍ୟପକ୍ଷରେ, ସହରର ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ୧୩୦୦ଟି ସିସିଟିଭି କ୍ୟାମେରା ମାଧ୍ୟମରେ ବିଭିନ୍ନ ସ୍ଥାନ ଉପରେ ନଜର ରଖାଯିବ। ପୁଲିସ ପକ୍ଷରୁ ନିଆଯାଇଥିବା ଏହି ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଦ୍ୱାରା ଦୁର୍ଗାପୂଜା ସମୟରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ସହ ଶ୍ରଦ୍ଧାଳୁଙ୍କ ଯାତାୟାତକୁ ସୁଗମ କରିବା ଉପରେ ଗୁରୁତ୍ୱ ଦିଆଯାଇଛି।
ଭୁବନେଶ୍ୱର: ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍ଆଇଆର୍) ପରେ ଭୋଟର ତାଲିକାରୁ ବାଦ୍ ପଡ଼ିଥିବା ଯୋଗ୍ୟ ଭୋଟର୍ ଏବଂ ୨୦୨୭ ଅକ୍ଟୋବର ୧ ସୁଦ୍ଧା ୧୮ ବର୍ଷ ହେଉଥିବା ଯୁବକ ଯୁବତୀଙ୍କୁ ଅନ୍ତର୍ଭୁକ୍ତ କରିବା ନିମନ୍ତେ ଘରକୁ ଘର ଯାଞ୍ଚ ଚାଲିଛି। ଆସନ୍ତା … Read More
ବାରିପଦା : ପ୍ରକୃତି ଓ ବନ୍ୟଜନ୍ତୁପ୍ରେମୀ ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଆସନ୍ତା ନଭେମ୍ବର ୧ ତାରିଖରୁ ଖୋଲିବ ବିଶ୍ବପ୍ରସିଦ୍ଧ ଶିମିଳିପାଳ ଅଭୟାରଣ୍ୟ। ଶିମିଳିପାଳ ବ୍ୟାଘ୍ର ପ୍ରକଳ୍ପ ପର୍ଯ୍ୟଟକଙ୍କ ପାଇଁ ଖୋଲା ରହିବା ସହ ପ୍ରବେଶ ପାଇଁ ଅନୁମତି ଦିଆଯିବା ସମ୍ପର୍କରେ … Read More
ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ମହିଳା ଓ ଶିଶୁ ବିକାଶ ବିଭାଗ ଓ ବିର୍ଲା ଗ୍ଲୋବାଲ ବିଶ୍ୱବିଦ୍ୟାଳୟ (ବିଜିୟୁ) ମଧ୍ୟରେ ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ଏକ ବୁଝାମଣା ପତ୍ର (MoU) ସ୍ୱାକ୍ଷରିତ ହୋଇଛି। ମହିଳା ଓ ଶିଶୁ … Read More
ଭୁବନେଶ୍ୱର: ଲୋକଭବନ ପରିସରରେ ଅଧିକାରୀ ଓ କର୍ମଚାରୀଙ୍କ ପାଇଁ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ରାଜ୍ୟପାଳ ଡ.ହରିବାବୁ କମ୍ଭମପାଟି। ଏହି ପ୍ରକଳ୍ପ ଅନ୍ତର୍ଗତ ଚାରୋଟି ବ୍ଲକ୍ରେ ୯୬ଟି ‘ଇ-ଟାଇପ୍’ଏବଂ ଦୁଇଟି ବ୍ଲକ୍ରେ ୪୮ଟି ‘ଏଫ୍-ଟାଇପ୍’ କ୍ୱାର୍ଟର୍ସ … Read More
ଭୁବନେଶ୍ବର: ଦୀର୍ଘ ୮ ବର୍ଷ ପରେ ରାଜ୍ୟରେ କଲେଜ ଓ ବିଶ୍ବବିଦ୍ୟାଳୟ ଗୁଡ଼ିକରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହୋଇଯାଇଛି । ନିଜ ପସନ୍ଦର ପ୍ରତିନିଧି ଚୟନ କରିଛନ୍ତି ଛାତ୍ରଛାତ୍ରୀ ।ଚଳିତବର୍ଷ ୧୨ଟି ବିଶ୍ବବିଦ୍ୟାଳୟ ସମେତ ୩୪୬ଟି ମହାବିଦ୍ୟାଳୟକୁ ମିଶାଇ ମୋଟ … Read More
ନୂଆଦିଲ୍ଲୀ : ନେପାଳ ପ୍ରଧାନମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି । ଭାରତ ଆସିବେ ନେପାଳ ପିଏମ୍ । ନେପାଳ ପ୍ରଧାନମନ୍ତ୍ରୀ ଭାବେ କାର୍ଯ୍ୟଭାର ନେବା ପରେ ବାଲେନ ଶାହ ତାଙ୍କର ପ୍ରଥମ ବୈଦେଶିକ ଗସ୍ତ ପାଇଁ ଭାରତକୁ ବାଛିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀଙ୍କ ସହ … Read More
ନୂଆଦିଲ୍ଲୀ : ଯନ୍ତର ମନ୍ତରକୁ ନେଇ ଆସିଲା ସୁପ୍ରିମ ନୋଟିସ୍। ରାଜଧାନୀର ଐତିହାସିକ ପ୍ରତିବାଦ ସ୍ଥଳ ଯନ୍ତରମନ୍ତରକୁ ନେଇ ଆଇନଗତ ଲଢ଼େଇ ତୀବ୍ର ହୋଇଛି। ଦିଲ୍ଲୀ ପୁଲିସର ପ୍ରତିବାଦ ସ୍ଥଳ ତାଲିକାରୁ ଯନ୍ତରମନ୍ତରକୁ ହଟାଇବା ନିଷ୍ପତ୍ତିକୁ ଚ୍ୟାଲେଞ୍ଜ କରି ଏକ ଆବେଦନର … Read More