ରାହୁଲଙ୍କୁ ସୁପ୍ରିମ୍ ଆଶ୍ୱସ୍ତି, ମାନହାନି ମାମଲାର ଟ୍ରାଏଲ୍‌ ଉପରେ ଲାଗିଲା ରୋକ୍

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପରେ ମନ୍ତବ୍ୟକୁ ନେଇ ଦାଏର ହୋଇଥିବା ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କ ବିରୋଧରେ ଚାଲିଥିବା ଟ୍ରୋଲ୍‌ ଉପରେ ସୁପ୍ରିମକୋର୍ଟ ରୋକ୍ ଲଗାଇଛନ୍ତି । ଜଷ୍ଟିସ୍ ବିକ୍ରମ ନାଥ ଏବଂ ଜଷ୍ଟିସ୍ ଅପରେଶ କୁମାର ସିଂଙ୍କ ଖଣ୍ଡପୀଠ ଏହି ନିର୍ଦ୍ଦେଶ … Read More

ଦୀପାବଳୀ ପର୍ଯ୍ୟନ୍ତ ଘୁଞ୍ଚିଲା UPI ମର୍ଚ୍ଚାଣ୍ଟ ଫି

ନୂଆଦିଲ୍ଲୀ: UPI ଟ୍ରାଞ୍ଜାକ୍ସନ୍ ଉପରେ ମର୍ଚ୍ଚାଣ୍ଟ ଡିସକାଉଣ୍ଟ ରେଟ୍ (MDR) ଲାଗୁ କରିବା ନିଷ୍ପତ୍ତିକୁ ଦୀପାବଳି ପର୍ଯ୍ୟନ୍ତ ସ୍ଥଗିତ ରଖାଯାଇଛି । ପାର୍ବଣ ଋତୁକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ଏହି ନିୟମ ଅକ୍ଟୋବର ୧୫ ତାରିଖରୁ ଲାଗୁ … Read More

ଭାରତୀୟ ସେନାରେ ସାମିଲ ହେଲା ୪୫୦ ସ୍ୱଦେଶୀ କାମିକାଜେ ଡ୍ରୋନ୍‌ ‘ନାଗାସ୍ତ୍ର-୧ଆର୍‌’

ନୂଆଦିଲ୍ଲୀ: ଭାରତୀୟ ସେନା ନିଜର ଆକ୍ରମଣ କ୍ଷମତା ବୃଦ୍ଧି ପାଇଁ ମଙ୍ଗଳବାର ୪୫୦ଟି ସ୍ୱଦେଶୀ ନାଗାସ୍ତ୍ର-୧ଆର୍‌ ଡ୍ରୋନ୍‌କୁ ସାମିଲ କରିଛି। ଏକକାଳୀନ ଏତେ ସଂଖ୍ୟକ କାମିକାଜେ (ଆତ୍ମଘାତୀ) ଡ୍ରୋନ୍‌ ସେନାରେ ସାମିଲ ହେବା ଏହା ପ୍ରଥମ ଘଟଣା। ଅପରେସନ୍‌ ସିନ୍ଦୂର ପରେ ସେନାର … Read More

ବ୍ୟାରିକେଡ୍ ଡେଇଁ ଜନ୍ତରମନ୍ତରରେ ପଶିଲେ CJP ନେତା: ପୁଣି ସୌରଭ, ଆଶୁତୋଷ ଓ ଅଜିଙ୍କ୍ୟ ଅଟକ

ନୂଆଦିଲ୍ଲୀ: ଦିଲ୍ଲୀର ଜନ୍ତରମନ୍ତରରେ ପୁଣି ହାଇଡ୍ରାମା । କଡ଼ା ପୋଲିସ ସୁରକ୍ଷା ଓ ବ୍ୟାରିକେଡ୍ ସତ୍ତ୍ୱେ ଜନ୍ତରମନ୍ତରରେ ପ୍ରବେଶ କରି ପ୍ରତିବାଦ କରିଛନ୍ତି କକ୍ରୋଚ୍ ଜନତା ପାର୍ଟି ବା CJPର ନେତା ଓ କର୍ମୀ । ଦଳର ମୁଖ୍ୟ ମୁଖପାତ୍ର ସୌରଭ ଦାସ, … Read More

ପାକିସ୍ତାନରେ ଲାଇନଚ୍ୟୁତ ହେଲା ଏକ୍ସପ୍ରେସ୍ ଟ୍ରେନ୍: ୫ ମୃତ, ୩୦ ଆହତ

ପାକିସ୍ତାନ: ପାକିସ୍ତାନରେ ଭୟଙ୍କର ରେଳ ଦୁର୍ଘଟଣା । ଲାଇନଚ୍ୟୁତ ହେଲା ଯାତ୍ରୀବାହୀ ଏକ୍ସପ୍ରେସ୍ ଟ୍ରେନ୍ । ଏହି ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ପ୍ରାୟ ୩୦ ଜଣ ଆହତ ହୋଇଛନ୍ତି । ମଙ୍ଗଳବାର ଭୋରରୁ ପାକିସ୍ତାନର ପଞ୍ଜାବ ପ୍ରଦେଶର ମୁଲତାନ ନିକଟରେ … Read More

ଇସ୍ତଫା ଦେଲେ କେନ୍ଦ୍ରମନ୍ତ୍ରୀ ଏଲ. ମୁରୁଗାନ

ନୂଆଦିଲ୍ଲୀ: କେନ୍ଦ୍ର ସୂଚନା ଓ ପ୍ରସାରଣ, ସଂସଦୀୟ ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ଏଲ. ମୁରୁଗାନ ମଙ୍ଗଳବାର ମନ୍ତ୍ରୀ ପଦ ଓ ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସେ ଏହି ମର୍ମରେ ଏକ ଚିଠି ଲେଖି ନିଜ … Read More

ମଣିପୁର ହିଂସା: କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ୪୮ ଘଣ୍ଟିଆ କଣ୍ଟ ଦେଲା ନାଗା ସମ୍ପ୍ରଦାୟ

ଇମ୍ଫାଲ: ମଣିପୁର ହିଂସା ଥମିବାର ନା ଧରୁନି। ସ୍ଥିତି ଦିନକୁୁ ଦିନ ଅଧିକ ଜଟିଳ ହେବାରେ ଲାଗିଛି। ମଣିପୁରର କାଙ୍ଗପୋକପି ଜିଲାରେ ୫୨ ବର୍ଷୀୟ ଅଜିନବୋଉ ଆର୍‌ଙ୍କ ହତ୍ୟା ପରେ ତାଙ୍କ କଟାମୁଣ୍ଡ ଫେରାଇବାକୁ ଦାବି ହୋଇଛି। ନାଗା ସଂଗଠନ ‘ଜଏଣ୍ଟ … Read More

ନ୍ୟୁୟର୍କରେ ପ୍ରବାସୀ ବାଂଲାଦେଶୀଙ୍କ ଆକ୍ରୋଶର ଶିକାର ହେଲେ ନୋବେଲ ବିଜେତା ମହମ୍ମଦ ୟୁନୁସ

ନ୍ୟୁୟର୍କ: ବାଂଲାଦେଶର ପୂର୍ବତନ ମଧ୍ୟବର୍ତ୍ତୀକାଳୀନ ସରକାରର ମୁଖ୍ୟ ପରାମର୍ଶଦାତା ତଥା ନୋବେଲ ବିଜେତା ପ୍ରଫେସର ମହମ୍ମଦ ୟୁନୁସଙ୍କୁ ଆମେରିକାର ନ୍ୟୁୟର୍କସ୍ଥିତ ଜନ୍ ଏଫ୍ କେନେଡି ବିମାନବନ୍ଦରରେ ପ୍ରବାସୀ ବାଂଲାଦେଶୀମାନଙ୍କ ତୀବ୍ର ବିରୋଧ ଓ ଆକ୍ରୋଶର ସମ୍ମୁଖୀନ ହେବାକୁ ପଡ଼ିଛି। ସୋସିଆଲ ମିଡିଆରେ … Read More

ଦଶହରାରେ ନାହିଁ ବାତ୍ୟା ଆଶଙ୍କା, ଅଧିକାଂଶ ସ୍ଥାନରେ ଶୁଖିଲା ରହିବ ପାଗ ! ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଚଳିତବର୍ଷ ଦଶହରା ସମୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବାର ସମ୍ଭାବନା ରହିଛି । କିନ୍ତୁ ଦକ୍ଷିଣ ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର କେତେକ ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା ହୋଇପାରେ। ଅନ୍ୟପକ୍ଷରେ, ରାଜ୍ୟର ପାହାଡ଼ିଆ ଓ … Read More

ଜାନୁଆରୀ ୧୨ରୁ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ବରଗଡ଼: ୨୦୨୭ ଜାନୁଆରୀ ୧୨ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ମଙ୍ଗଳବାର ଧନୁଯାତ୍ରା ମହୋତ୍ସବ ସମିତି ତଥା ଜିଲ୍ଲାପାଳ ଆଦିତ୍ୟ ଗୋୟଲଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ନିଷ୍ପତ୍ତି ଅନୁସାରେ ଜାନୁଆରୀ ୧୨ରୁ ୨୪ … Read More