ବାଣ ବିସ୍ଫୋରଣରେ ଆଖି ବୁଜିଲେ ବାପ-ପୁଅ

ଜଗତସିଂହପୁର : ଜଗତସିଂହପୁରରେ ଅଭାବନୀୟ ଘଟଣା । ବାଣ ବିସ୍ଫୋରଣ ନେଇଗଲା ଦୁଇ ନୀରିହଙ୍କ ଜୀବନ । ବିସ୍ଫୋରଣରେ ଆଖି ବୁଜିଲେ ଗୋଟିଏ ପରିବାରର ବାପ-ପୁଅ । ଜଗତସିଂହପୁର ଜିଲ୍ଲା ମହିଲୋ ଗାଁରେ ଘଟିଛି ଏଭଳି ହୃଦୟ ବିଦାରକ ବିସ୍ଫୋରକ ଘଟଣା … Read More

୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଧରାପଡ଼ିଲେ ଏକଲବ୍ୟ ମଡେଲ ସ୍କୁଲ ଅଧ୍ୟକ୍ଷ

ନୂଆପଡ଼ା: ନୂଆପଡ଼ାସ୍ଥିତ ଏକଲବ୍ୟ ମଡେଲ ସ୍କୁଲରେ କାର୍ଯ୍ୟରତ ଜଣେ ଏଏନଏମ୍‌ଙ୍କଠାରୁ ୧୨,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ସିବିଆଇ ହାତରେ ଧରା ପଡିଛନ୍ତି ସେହି ସ୍କୁଲର ଅଧ୍ୟକ୍ଷ । ସିବିଆଇ ପକ୍ଷରୁ ତାଙ୍କ ନାମରେ ଏକ ମାମଲା ରୁଜୁ କରାଯିବା ସହ … Read More

ଭିଜିଲାନ୍ସ ପଞ୍ଝାରେ ଶିକ୍ଷା ବିଭାଗ ଅଧିକାରୀ, ୩୦ ହଜାର ଟଙ୍କା ଲାଞ୍ଚ ନେଇ ଧରାପଡ଼ିଲେ

ଭୁବନେଶ୍ୱର: ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗୁରୁବାର ଦିନ ଜଗତସିଂହପୁର ଜିଲ୍ଲା ଶିକ୍ଷା ଅଧିକାରୀ (DEO)ଙ୍କ କାର୍ଯ୍ୟାଳୟରେ ଜଣେ ପ୍ରୋଗ୍ରାମରଙ୍କୁ ଧରିଛନ୍ତି। ସେ ବାକି ଥିବା ବିଲ୍ ପରିଶୋଧ ପାଇଁ ୩୦,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛନ୍ତି। ଚନ୍ଦ୍ରଜିତ ପରିଜା … Read More

୨୨୦ ଔଷଧ ଦୋକାନରେ ଡ୍ରଗ୍ସ ବିଭାଗର ରେଡ୍, ନିଶା ଇଞ୍ଜେକସନ୍‌ ଓ ଯନ୍ତ୍ରପାତି ଜବତ

ଭୁବନେଶ୍ୱର : ରାଜ୍ୟରେ ବେଆଇନ ଔଷଧ ବିକ୍ରି ବିରୋଧରେ ଭେଷଜ ନିୟନ୍ତ୍ରଣ ନିର୍ଦ୍ଦେଶାଳୟର ବଡ଼ ଧରଣର ଚଢ଼ାଉ । ପ୍ରାୟ ୨୨୦ଟି ଔଷଧ ଦୋକାନରେ ଚଢ଼ାଉ କରାଯାଇଥିବା ବେଳେ ୧୩୭ଟି ଦୋକାନ ବିରୋଧରେ ଡ୍ରଗ୍ସ ଆଣ୍ଡ କସ୍ମେଟିକ୍ସ ଆଇନ ଉଲ୍ଲଂଘନ ନେଇ … Read More

ଆସନ୍ତା ୨୫ରୁ ଭୁବନେଶ୍ବରରୁ ପୁଣେକୁ ଉଡ଼ିବ ଇଣ୍ଡିଗୋ ବିମାନ

ଭୁବନେଶ୍ବର: ବିମାନ ଯାତ୍ରୀଙ୍କ ପାଇଁ ଆସିଛି ଖୁସି ଖବର। ଆସନ୍ତା ୨୫ ତାରିଖରୁ ଭୁବନେଶ୍ବର-ପୁଣେ ମଧ୍ୟରେ ନୂଆ ବିମାନ ସେବା ଆରମ୍ଭ କରିବ ଇଣ୍ଡିଗୋ। ଏହି ବିମାନ ସପ୍ତାହର ପ୍ରତ୍ୟେକ ଦିନ ଚଳାଚଳ କରିବ ବୋଲି ଭୁବନେଶ୍ବର ବିମାନବନ୍ଦର ନିର୍ଦ୍ଦେଶକ ସୂଚନା … Read More

ଦୁର୍ଗାପୂଜା ପାଇଁ କମିଶନରେଟ ପୋଲିସର ସ୍ପେଶାଲ ଡ୍ରାଇଭ, ଧରା ହେଲେ ୧୬୨ ୱାରେଣ୍ଟି

କଟକ : ଦୁର୍ଗାପୂଜା ପାଇଁ ସ୍ପେଶାଲ ଡ୍ରାଇଭ ଆରମ୍ଭ କରି ଦେଇଛି କମିଶନରେଟ ପୋଲିସ ।  ଜାମିନ ବିହୀନ ଗିରଫ ପରୱାନା ତାଲିକାରେ ଥିବା ୧୬୨ ଜଣ ୱାରେଣ୍ଟିଙ୍କୁ ପୋଲିସ ଧରି ଥିବା ସୂଚନା ଦେଇଛନ୍ତି କଟକ ଡିସିପି ।  ପ୍ରସ୍ତୁତ ହୋଇଥିବା … Read More

ରାଜ୍ୟରୁ ମୌସୁମୀ ବିଦାୟ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର : ଫେରୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜିଠୁ ରାଜ୍ୟରୁ ଆରମ୍ଭ ହେଲା ମୌସୁମୀ ବିଦାୟ ପ୍ରକ୍ରିୟା ।  ବରଗଡ , ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି l … Read More

ଶୋଇଥିବା ବେଳେ ମଦ୍ୟପ ସ୍ୱାମୀକୁ ହତ୍ୟା କଲା ସ୍ତ୍ରୀ

ଆଳି: ସ୍ୱାମୀକୁ ହତ୍ୟାକଲା ସ୍ତ୍ରୀ । ତଣ୍ଟି ଉପରେ ଛିଡ଼ା ହୋଇ ସ୍ୱାମୀକୁ ହତ୍ୟା କରି ଥିବା ସ୍ୱୀକାର କରିଛି ସ୍ତ୍ରୀ । କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ମାଳପାଟଣା ଗାଁରେ ସ୍ୱାମୀଙ୍କୁ ହତ୍ୟା କରିଛି ସ୍ତ୍ରୀ । ମୃତକ ହେଉଛନ୍ତି ନିରଞ୍ଜନ … Read More

OAS ଅଧିକାରୀ ସ୍ତରରେ ଅଦଳବଦଳ, ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବଙ୍କୁ ROTIର ଯୁଗ୍ମ ସଚିବ ଦାୟିତ୍ବ

ଭୁବନେଶ୍ବର: OAS ଅଧିକାରୀ ସ୍ତରରେ ଅଦଳବଦଳ । ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ । ତ୍ରିଲୋଚନ ମହାନ୍ତିଙ୍କୁ ଭୁବନେଶ୍ବରସ୍ଥିତ ROTIର ଯୁଗ୍ମ ସଚିବ ଭାବେ ନୂଆ ନିଯୁକ୍ତି କରାଯାଇଛି । ଗୀତାଞ୍ଜଳି ନାୟକଙ୍କୁ E&IT ବିଭାଗର ଅତିରିକ୍ତ ସଚିବ ଦାୟିତ୍ବ ଦିଆଯାଇଛି । … Read More

ବ୍ୟାସନଗର କଲେଜରେ ପ୍ରାକ୍ ନିର୍ବାଚନୀ ହିଂସା: କ୍ୟାମ୍ପସରେ ବୋମାମାଡ଼, ଛାତ୍ରଛାତ୍ରୀ ଆତଙ୍କିତ

ଯାଜପୁର ରୋଡ: ନିର୍ବାଚନ ପୂର୍ବରୁ ବ୍ୟାସନଗର ସ୍ୱୟଂ ଶାସିତ ମହାବିଦ୍ୟାଳୟ ପରିସରରେ ବୋମା ମାଡ଼ । ବୋମାମାଡ଼ ପରେ ଛାତ୍ରଛାତ୍ରୀ ଭୟଭୀତ । ପୋଲିସର ତଦନ୍ତ ଆରମ୍ଭ । ସୂଚନା ଅନୁଯାୟୀ ଆଜି ଭୋର ସାଢ଼େ ୩ଟା ସମୟରେ ପ୍ରଥମେ ଯାଜପୁର ରୋଡ … Read More