CECଙ୍କ ଇସ୍ତଫା ଦାବିରେ ଦିଲ୍ଲୀରେ ବିରୋଧୀଙ୍କ ବଡ଼ ମାର୍ଚ୍ଚ; ରାହୁଲ-ପ୍ରିୟଙ୍କାଙ୍କ ସମେତ ବହୁ ନେତା ଅଟକ

ନୂଆଦିଲ୍ଲୀ: ଭୋଟର ତାଲିକାରେ ଚାଲିଥିବା ସ୍ପେସିଆଲ୍ ଇଣ୍ଟେନ୍ସିଭ୍ ରିଭିଜନ୍ (SIR)କୁ ନେଇ ଦିଲ୍ଲୀରେ ବିରୋଧୀ ଦଳଗୁଡ଼ିକର ବଡ଼ ବିକ୍ଷୋଭ ଦେଖିବାକୁ ମିଳିଛି। ଲୋକସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ INDIA ମେଣ୍ଟର ଅନେକ ସାଂସଦ ସଂସଦ ଭବନରୁ ନିର୍ବାଚନ … Read More

ନାଇଜେରିଆରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୩୨ ମୃତ

ନାଇଜିରିୟା: ନାଇଜିରିୟାର ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ଏକ ଭୟଙ୍କର ବିମାନ ଦୁର୍ଘଟଣା ଘଟିଛି । ନାଇଜେରିୟାର ବାୟୁ ସେନାର ବିମାନ ଦୁର୍ଘଟଣାରେ ୩୨ ଜଣଙ୍କର ମୃତ୍ୟୁ ହୋଇଛି । ବିମାନଟି ନିୟମିତ ମିଶନରେ ଥିବା ସମୟରେ ଏହି ଘଟଣା ଘଟିଛି । ସୂଚନାନୁଯାୟୀ, ନାଇଜେରିଆର … Read More

୪ ଦଫା ଦାବିରେ ଅକ୍ଟୋବର ୮ରେ ରାଜ୍ୟବ୍ୟାପୀ ଆନ୍ଦୋଳନ କରିବେ ବିରୋଧୀ

ଭୁବନେଶ୍ୱର: ଇଣ୍ଡି ମେଣ୍ଟ ପକ୍ଷରୁ ଅକ୍ଟୋବର ୮, ଗୁରୁବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ପାଳନ କରାଯିବ ବୋଲି ଆଜି ସାମ୍ବାଦିକ ସମ୍ମିଳନୀ କରି ସୂଚନା ଦେଇଛନ୍ତି … Read More

ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି, ଏସଏଚଜିଙ୍କୁ ୯୯.୨୬ କୋଟି ଟଙ୍କାର ସୁଧ ଫେରସ୍ତ

ଭୁବନେଶ୍ବର: ମିଶନ ଶକ୍ତି ମହିଳାଙ୍କୁ ଦଶହରା ଭେଟି ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମିଶନ ଶକ୍ତି ପ୍ରେକ୍ଷାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ୧,୭୯,୮୦୯ଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ ୯୯.୨୬ କୋଟି ଟଙ୍କାର ସୁଧ ଫେରସ୍ତ କରାଯାଇଛି। ଏହା ସହିତ ୨୬ଟି ଜିଲ୍ଲାର … Read More

SIR ପ୍ରସଙ୍ଗରେ ଦିଲ୍ଲୀରେ ପଦଯାତ୍ରା କରିବ ବିଜେଡି

ଭୁବନେଶ୍ୱର: SIR ପ୍ରସଙ୍ଗରେ ସିଇସି ଜ୍ଞାନେଶ କୁମାରଙ୍କ ମନମୁଖୀ କାର୍ଯ୍ୟ, ସାରା ଦେଶରୁ ୧୩ କୋଟିରୁ ଊର୍ଦ୍ଧ୍ବ ଭୋଟରଙ୍କ ନାମ କଟା ପ୍ରସଙ୍ଗକୁ ନେଇ ବିରୋଧୀଦଳଗୁଡ଼ିକ ପକ୍ଷରୁ ବିରୋଧ ପଦଯାତ୍ରାରେ ସାମିଲ ହେବ ବିଜେଡି । ବିଜେଡି ସୁପ୍ରିମୋ ତଥା ବିରୋଧୀଦଳ … Read More

ଛାତ୍ର ସଂସଦ ନିର୍ବାଚନ ନେଇ ଡିଜିପିଙ୍କ ସମୀକ୍ଷା, କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର

ଭୁବନେଶ୍ୱର : ଛାତ୍ର ସଂସଦ ନିର୍ବାଚନ ପାଇଁ ପୋଲିସର ବଡ଼ ପ୍ରସ୍ତୁତି ।  SP-DCPଙ୍କ ସହ DGPଙ୍କ ସମୀକ୍ଷା ।  କ୍ୟାମ୍ପସକୁ ଅଣଛାତ୍ର ପ୍ରବେଶ ଉପରେ କଡ଼ା ନଜର । ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟକୁ … Read More

ବନ୍ଧା ହେଲେ ବେତନଟୀ R&B ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତି

ଭୁବନେଶ୍ୱର : ବନ୍ଧା ହେଲେ କୋଟିପତି ଯନ୍ତ୍ରୀ । ବେତନଟୀ R&B ନିର୍ବାହୀ ଯନ୍ତ୍ରୀ ଅରବିନ୍ଦ ମହାନ୍ତି ଗିରଫ । ଆୟ ବହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି ବାଲେଶ୍ୱର ଭିଜିଲାନ୍ସ ଡିଭିଜନ । ତାଙ୍କ ନାଁରେ ୨୩ରୁ ଅଧିକ ପ୍ଲଟ୍ … Read More

ଶିପସରୁବାଲିରେ ହେବ ଶ୍ରୀଜଗନ୍ନାଥ ଗ୍ରୀନଫିଲ୍ଡ ଆନ୍ତର୍ଜାତୀୟ ବିମାନ ବନ୍ଦର, ମିଳିଲା ସିଆରଜେଡ୍ କ୍ଲିୟରାନ୍ସ

ପୁରୀ : ବ୍ରହ୍ମଗିରି ରାସ୍ତାର ଶିପସରୁବାଲି ମୌଜାରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ଗ୍ରୀନଫିଲ୍ଡ ଆନ୍ତର୍ଜାତୀୟ ବିମାନ ବନ୍ଦର ସ୍ୱପ୍ନ ଆଉ ପାଦେ ଆଗେଇଛି ।  ଏୟାରପୋର୍ଟ ପାଇଁ ରହିଥିବା ଜଙ୍ଗଲ ବିଭାଗର ସମସ୍ୟା ସମାଧାନ ହେବା ସହ ସିଆରଜେଡ୍ (crz ) କ୍ଲିୟରାନ୍ସ ମଧ୍ୟ … Read More

HALରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ ଉଦ୍‌ଘାଟନ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ

କୋରାପୁଟ: ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ମଙ୍ଗଳବାର କୋରାପୁଟସ୍ଥିତ ସୁନାବେଡ଼ା ‘ହାଲ୍‌’ରେ ୨ୟ ‘ଶକ୍ତି ଇଞ୍ଜିନ୍ ମାନୁଫାକ୍ଚରିଙ୍ଗ୍ ଲାଇନ୍’ର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥସ ସିଂଙ୍କ ସହ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସ୍ୱଦେଶୀ ଜ୍ଞାନକୌଶଳରେ … Read More

ସମ୍ବଲପୁରରେ ୪ ଅଣ୍ଡରପାସ୍ ଓ ଫ୍ଲାଇଓଭର ଦାବି: କେନ୍ଦ୍ର ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ସମ୍ବଲପୁର: ସମ୍ବଲପୁର ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ୫୫ ନମ୍ବର ଜାତୀୟ ରାଜପଥ (NH-55)ର ତୁରନ୍ତ ମରାମତି ଏବଂ ଖାଲସବୁର ସମାଧାନ ପାଇଁ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଚିଠି ଲେଖିଛନ୍ତି। ସମ୍ବଲପୁର ସଂସଦୀୟ … Read More