ଲକ୍ଷ୍ମୀପୁରରେ ଡଙ୍ଗା ଓଲଟି ୩ ମୃତ
ଆସାମ : ଆସାମ ଲକ୍ଷ୍ମୀପୁରରେ ଡଙ୍ଗା ଓଲଟିବା ଯୋଗୁଁ ୩ ଜଣଙ୍କ ଜୀବନ ଚାଲିଯାଇଛି । ଲକ୍ଷ୍ମୀପୁର ଜିଲ୍ଲାର ଗିଲାମରା ଅଞ୍ଚଳ ସ୍ଥିତ ମେରବିଲରେ ଡଙ୍ଗା ଓଲଟିବା ଯୋଗୁଁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଛି । ପୋଲିସ ଘଟଣା ସ୍ଥଳରେ … Read More
ଆସାମ : ଆସାମ ଲକ୍ଷ୍ମୀପୁରରେ ଡଙ୍ଗା ଓଲଟିବା ଯୋଗୁଁ ୩ ଜଣଙ୍କ ଜୀବନ ଚାଲିଯାଇଛି । ଲକ୍ଷ୍ମୀପୁର ଜିଲ୍ଲାର ଗିଲାମରା ଅଞ୍ଚଳ ସ୍ଥିତ ମେରବିଲରେ ଡଙ୍ଗା ଓଲଟିବା ଯୋଗୁଁ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଛି । ପୋଲିସ ଘଟଣା ସ୍ଥଳରେ … Read More
ନୂଆଦିଲ୍ଲୀ: ଭୋଟ୍ ଦେବାର ଅଧିକାରକୁ ନେଇ ସୁପ୍ରିମକୋର୍ଟ ବିଚାରପତି ଜଷ୍ଟିସ୍ ଉଜ୍ଜ୍ୱଳ ଭୂୟାଁ ଏକ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ଜଣେ ଭାରତୀୟ ନାଗରିକଙ୍କ ଭୋଟ୍ ଦେବାର ଅଧିକାର ସମ୍ବିଧାନର ମୌଳିକ ଢାଞ୍ଚା ସହ ଅତି ନିବିଡ଼ ଭାବେ ଜଡ଼ିତ ବୋଲି ସେ … Read More
ଦିଲ୍ଲୀ: ଉତ୍ତର ପ୍ରଦେଶରେ ହେବାକୁ ଥିବା ଆଗାମୀ ରାଜ୍ୟସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ନିଜର ୮ ଜଣିଆ ପ୍ରାର୍ଥୀ ତାଲିକା ଘୋଷଣା କରିବା ସହ ସମସ୍ତଙ୍କୁ ଚକିତ କରିଦେଇଛି। ଏହି ନୂଆ ତାଲିକାରେ ଦଳ ନିଜର ସମସ୍ତ ୮ … Read More
ନୂଆଦିଲ୍ଲୀ : ରୁଷିଆର ସାଇବେରିଆ ଅଞ୍ଚଳରେ ନ୍ୟୁମୋନିକ୍ ପ୍ଲେଗକୁ ନେଇ ଆତଙ୍କ । ଇର୍କୁଟସ୍କ ଅଞ୍ଚଳର ଏକ ପ୍ଲେଗ୍ ଗବେଷଣା କେନ୍ଦ୍ରରେ କାମ କରୁଥିବା ଜଣେ ଯୁବତୀ କର୍ମଚାରୀଙ୍କ ମୃତ୍ୟୁ ପରେ ସତର୍କତା ବଢ଼ାଇଛନ୍ତି ରୁଷିଆ କର୍ତ୍ତୃପକ୍ଷ । ମୃତ ମହିଳା ପ୍ଲେଗ୍ … Read More
ବୌଦ୍ଧ : ବୌଦ୍ଧ ଜିଲ୍ଲାରେ ବନ୍ୟ ପ୍ରାଣୀ ସପ୍ତାହ ପାଳନ ଚାଲିଥିବା ବେଳେ ଜାମୁଖୋଲ ବିଟର ମେନିଆପାଜୁ ଜଙ୍ଗଲରୁ ଏଜ ହାତୀର ଗଳିତ ମୃତ ଦେହ ଠାବ କରାଯାଇଛି । ୭ ଦିନ ତଳେ ହାତୀଟିର ମୃତ୍ୟୁ ହୋଇଥିବା ଅନୁମାନ କରାଯାଉଛି … Read More
ଭୁବନେଶ୍ବର: ରାଜ୍ୟ ସରକାର ଆଜି (ସୋମବାର) ବରିଷ୍ଠ ଓଏଏସ୍ ଅଧିକାରୀସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି। ଗୋଟିଏ ଦିନରେ ୨୭ଜଣ ଉପଜିଲ୍ଲାପାଳ ଓ ଅତିରିକ୍ତ ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି। ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, କେନ୍ଦ୍ରାଞ୍ଚଳ ଆର୍ଡିସିଙ୍କ କାର୍ଯ୍ୟାଳୟର ଅତିରିକ୍ତ କମିସନର ଶୁଭାଶିଷ ମାନସିଂହଙ୍କୁ … Read More
ବାଲିପାଟଣା: ଭିଜିଲାନ୍ସ ଜାଲରେ ପ୍ରଧାନ ଶିକ୍ଷକ। ଲାଞ୍ଚ ନେବା ବେଳେ ରେଡ ହ୍ୟାଣ୍ଡ ଧରିଲା ଭିଜିଲାନ୍ସ । ମଧ୍ୟାହ୍ନ ଭୋଜନ ବିଲ୍ ପାସ କରିବା ପାଇଁ ଲାଞ୍ଚ ନେବା ବେଳେ ବାଲିପାଟଣା ଥାନା ଗୁଆପୁର ସରକାରୀ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସେଖ … Read More
ଭୁବନେଶ୍ବର: କଳିଙ୍ଗ ଷ୍ଟୁଡିଓରେ ପୁଣି ଶୁଭିବ ଲାଇଟ- କ୍ୟାମେରା- ଆକ୍ସନ। ହୋଇପାରିବ ବିଶ୍ବସ୍ତରୀୟ ଫିଲ୍ମ ନିର୍ମାଣ । କାରଣ ପ୍ରାୟ ୧୬୫ କୋଟି ଟଙ୍କା ବ୍ୟୟରେ ନୂଆ ରୂପ ପାଇଛି କଳିଙ୍ଗ ଷ୍ଟୁଡିଓ । ସୋମବାର ନବୀକୃତ କଳିଙ୍ଗ ଷ୍ଟୁଡିଓର କଂପ୍ଲେକ୍ସକୁ … Read More
ଭୁବନେଶ୍ୱର : ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକ ଏସ୍.କେ ମୁରଲୀଧରନଙ୍କ ପରଲୋକ । ଭୁବନେଶ୍ୱର ସ୍ଥିତ ଏକ ହୋଟେଲରୁ ଓଡ଼ିଆ ଫିଲ୍ମ ନିର୍ଦ୍ଦେଶକ ମୁରଲୀଧରନଙ୍କ ମୃତଦେହ ଉଦ୍ଧାର ହୋଇଛି । ତେବେ ତାଙ୍କର ଅସ୍ୱାଭାବିକ ମୃତ୍ୟୁ ହୋଇଥିବା ନେଇ ଆଶଙ୍କା କରାଯାଉଛି । ମୁରଲୀଧରନଙ୍କ … Read More
କୋରାପୁଟ : ଆସନ୍ତାକାଲି ଦିନିକିଆ କୋରାପୁଟ ଗସ୍ତରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ । ସୁନାବେଡ଼ା HAL ପରିଦର୍ଶନ ସହ ପ୍ରତିରକ୍ଷା ଉତ୍ପାଦନ କାର୍ଯ୍ୟର ସମୀକ୍ଷା କରିବେ । ପ୍ରତିରକ୍ଷା ମନ୍ତ୍ରୀ ସୁନାବେଡ଼ାସ୍ଥିତ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ ର ସ୍ୱତନ୍ତ୍ର ହେଲିପ୍ୟାଡରେ ଅବତରଣ … Read More