ରାଜ୍ୟରୁ ମୌସୁମୀ ବିଦାୟ ପ୍ରକ୍ରିୟା ଆରମ୍ଭ
ଭୁବନେଶ୍ୱର : ଫେରୁଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଆଜିଠୁ ରାଜ୍ୟରୁ ଆରମ୍ଭ ହେଲା ମୌସୁମୀ ବିଦାୟ ପ୍ରକ୍ରିୟା । ବରଗଡ , ଝାରସୁଗୁଡା ଓ ସୁନ୍ଦରଗଡ ଜିଲ୍ଲାର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁର ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇଛି l … Read More
