ବନ୍ୟା ପରେ ବଢ଼ିଲା ଦୁର୍ଦ୍ଦଶା, ବିଦ୍ୟୁତ୍ ସେବା, ଖାଦ୍ୟ ଓ ପାନୀୟ ଜଳ ପାଇଁ ସଂଘର୍ଷ କରୁଛନ୍ତି ବିପନ୍ନ

ଗଞ୍ଜାମ: କମୁଛି ବନ୍ୟାଜଳ, ହେଲେ ସରୁନି ଦୁର୍ଦ୍ଦଶା । ଗଞ୍ଜାମରେ ବନ୍ୟା ପରେ ବଢ଼ିଲା ଦୁର୍ଦ୍ଦଶା । ବିପର୍ଯ୍ୟସ୍ତ ରାସ୍ତାଘାଟ ଓ ବିଦ୍ୟୁତ୍ ସେବା, ଖାଦ୍ୟ ଓ ପାନୀୟ ଜଳ ପାଇଁ ସଂଘର୍ଷ କରୁଛନ୍ତି ବିପନ୍ନ । ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଲଗାଣ … Read More

ଚୁଆରେ ପଡ଼ି ଯୁବକ ମୃତ

ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଅଲିମା ଗ୍ରାମରେ ଚୁଆରେ ପଡ଼ି କଲେଜ ଛାତ୍ର ମୃତ୍ୟୁ ହୋଇଛି । ସୂଚନା ଅନୁଯାୟୀ ଦାରିଙ୍ଗବାଡି ଅଞ୍ଚଳର ମିଲିୟନ ପ୍ରଧାନ ରାଇକିଆ ଅଲିମା଼ଆ ଗ୍ରାମରେ ଭଡ଼ା ଘରେ ରହି କଲେଜରେ ପାଠ ପଢ଼ୁଥିଲେ … Read More

ବିଲରେ କାମ କରୁଥିବା ବେଳେ କରେଣ୍ଟ ଲାଗି ବାପା-ପୁଅ ମୃତ

ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅନ୍ତର୍ଗତ ହରିପୁର ଗ୍ରାମରେ ଘଟିଛି ଏକ ଦୁଃଖଦ ଘଟଣା । ବିଲରେ କାମ କରୁଥିବା ସମୟରେ ବିଦ୍ୟୁତ୍ ଆଘାତରେ ବାପା ଓ ପୁଅଙ୍କ ମୃତ୍ୟୁ ଘଟିଛି । ମୃତକ ଦୁଇଜଣ ହେଲେ ହରିପୁର ଗ୍ରାମର ରବୀନ୍ଦ୍ର … Read More

ଖାଇବାକୁ ନଦେବାରୁ ସ୍ତ୍ରୀକୁ ପିଟି ପିଟି ହତ୍ୟା

ବାଂଶପାଳ: ସାମାନ୍ୟ ବଚସାରୁ ହତ୍ୟାକାଣ୍ଡ । ସ୍ତ୍ରୀ ଖାଇବାକୁ ନଦେବାରୁ ପିଟି ପିଟି ମାରିଦେଲା ସ୍ୱାମୀ । ମଙ୍ଗଳବାର ସନ୍ଧ୍ୟାରେ ଘଟିଥିଲା ହତ୍ୟାକାଣ୍ଡ । ହତ୍ୟା କରିସାରିବା ପରେ ଗାଁ ନିକଟସ୍ଥ ଜଙ୍ଗଲରେ ମୃତଦେହକୁ ଫିଙ୍ଗି ଦେଇଥିଲା ସ୍ୱାମୀ । ଆଜି ମୃତଦେହକୁ … Read More

ବନ୍ୟାଞ୍ଚଳ ପରିଦର୍ଶନ ବେଳେ ଖଲ୍ଲିକୋଟ ବିଧାୟକଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ ସମୟରେ ଖଲ୍ଲିକୋଟ ବିଧାୟକ ତଥା ବିଜେପି ନେତା ପୂର୍ଣ୍ଣ ଚନ୍ଦ୍ର ସେଠୀଙ୍କୁ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ପ୍ରାଥମିକ ସୂଚନା ଅନୁଯାୟୀ, ଶନିବାର ଦିନ ଜିଲ୍ଲାର ପୁରୁଷୋତ୍ତମପୁର ଏନ୍‌ଏସି ଅନ୍ତର୍ଗତ କୁମାରୀ … Read More

ବନ୍ୟା ମୁକାବିଲା ଏବଂ ରିଲିଫ୍ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଗଞ୍ଜାମରେ ୧୦ ଅଧିକାରୀ ନିୟୋଜିତ

ଭୁବନେଶ୍ୱର: ‘ଅର୍ଣ୍ଣବ’ ଯୋଗୁଁ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିର ମୁକାବିଲା ଏବଂ ରିଲିଫ୍ କାର୍ଯ୍ୟକୁ ସୁଦୃଢ଼ କରିବା ପାଇଁ ଗୃହ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ୧୦ ଜଣ ସହକାରୀ କମିଶନର, ନିର୍ବାହୀ ଅଧିକାରୀ ଓ ଯନ୍ତ୍ରୀଙ୍କୁ ଗଞ୍ଜାମ ଜିଲ୍ଲାରେ … Read More