ଭାଗୀରଥି ମାଣ୍ଡାଙ୍ଗୀ ହତ୍ୟା ମାମଲା: ଜେଲ୍ ଗଲେ ପୂର୍ବତନ ସାଂସଦ ଏନ୍. ଭାସ୍କର ରାଓ
ଭୁବନେଶ୍ୱର: ୨୦୧୦ ମସିହାର ବହୁ ଚର୍ଚ୍ଚିତ ଆଦିବାସୀ ନେତା ଭାଗୀରଥି ମାଣ୍ଡାଙ୍ଗୀ ହତ୍ୟା ମାମଲାରେ ପୂର୍ବତନ ରାଜ୍ୟସଭା ସାଂସଦ ଏନ୍. ଭାସ୍କର ରାଓ ଗଲେ ଜେଲ୍। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସେ ସୋମବାର ରାୟଗଡ଼ା SDJM କୋର୍ଟରେ ଆତ୍ମସମର୍ପଣ କରିଛନ୍ତି। ସେଠାରେ ତାଙ୍କ … Read More
