ରାମ୍ପ୍ ମାଧ୍ୟମରେ ଧାଡ଼ି ଦର୍ଶନ ନେଇ ପ୍ରାଥମିକ ରୂପରେଖ ପ୍ରସ୍ତୁତ: ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ
ପୁରୀ: ଶ୍ରୀମନ୍ଦିର ଭିତରେ ଭକ୍ତଙ୍କ ସୁଗମ ଏବଂ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଏକ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରିଛନ୍ତି। ନାଟ ମଣ୍ଡପରେ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଲାଗୁ କରିବା ପ୍ରଶାସନ ପାଇଁ ସବୁଠାରୁ … Read More
