ରାଜ୍ୟସ୍ତରୀୟ ‘ସୁରଭି-୨୦୨୬’ ପ୍ରତିଯୋଗିତାରେ ଗଞ୍ଜାମ ଜିଲ୍ଲାର ଅନନ୍ୟ ସଫଳତା

ଛତ୍ରପୁର: ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଆନୁକୂଲ୍ୟରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ‘ସୁରଭି-୨୦୨୬’ ପ୍ରତିଯୋଗିତାରେ ଗଞ୍ଜାମ ଜିଲ୍ଲାର ପ୍ରତିଭାବାନ ଛାତ୍ରଛାତ୍ରୀମାନେ ଅନେକ ବର୍ଗରେ ଚମତ୍କାର ପ୍ରଦର୍ଶନ କରି ଜିଲ୍ଲା ପାଇଁ ଗୌରବ ଆଣିଛନ୍ତି। ଏହି ସଫଳତା ପାଇଁ ସମସ୍ତ କୃତୀ … Read More

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ ବଳୟ ’ଅକ୍‌ବନ’, ୧୮ରୁ ଓଡ଼ିଶାରେ ବର୍ଷା ସତର୍କତା

ଭୁବନେଶ୍ବର: ବଙ୍ଗୋପସାଗରର ଦକ୍ଷିଣ-ପୂର୍ବ ଓ ଦକ୍ଷିଣ-ପଶ୍ଚିମ ଦିଗରେ ଏକ ବିରାଟ ଲଘୁଚାପ ବଳୟ ’ଅକବନ’ ସୃଷ୍ଟି ହୋଇଛି। ଏହାର ପ୍ରତ୍ୟକ୍ଷ ପ୍ରଭାବ ଓଡ଼ିଶାରେ ପଡ଼ିବା ଆଶଙ୍କା କମ୍ ରହିଛି, ତେବେ ଏହାର ପ୍ରଭାବରେ ଓଡ଼ିଶାରେ ୧୮ ତାରିଖରୁ ଦୁଇ-ତିନି ଦିନ ଧରି … Read More

ମାଲକାନଗିରିରେ ଜନଜାତୀୟ ଗୌରବ ଦିବସ: ୫୫ କୋଟିର ୨୮ଟି ଛାତ୍ରାବାସ ଲୋକାର୍ପିତ, ୧୦୬ କୋଟିର ୩୫ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

ଜନଜାତି ବର୍ଗଙ୍କ ସଶକ୍ତୀକରଣ ବିନା ସମୃଦ୍ଧ ଓଡ଼ିଶା, ବିକଶିତ ଭାରତ ଗଠନ ଅସମ୍ଭବ: ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ଅନ୍ୟତମ ସ୍ୱାଧୀନତା ସଂଗ୍ରାମୀ ତଥା ଜନଜାତି ସମାଜର ଆରାଧ୍ୟ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୧ତମ ଜୟନ୍ତୀ ତଥା ଜାତୀୟ ‘ଜନଜାତୀୟ ଗୌରବ ଦିବସ’ ଅବସରରେ … Read More