ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ
ପୁରୀ: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ପୁରୀ ସମୁଦ୍ର ଅଶାନ୍ତ ରହିବାର ଆଶଙ୍କା । ଯାହାଫଳରେ ଆଗାମୀ ୩ ଦିନ ପର୍ଯ୍ୟନ୍ତ ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀମାନଙ୍କୁ ପରାମର୍ଶ ଦିଆଯାଇଛି । ସମ୍ଭାବ୍ୟ ବାତ୍ୟାର ମୁକାବିଲା ପାଇଁ ପୁରୀ ଜିଲ୍ଲା ପ୍ରଶାସନ … Read More
