Assembly 750x430

ନଭେମ୍ବର ୨୬ରୁ ଆରମ୍ଭ ବିଧାନସଭାର ଶୀତକାଳୀନ ଅଧିବେଶନ

Spread the love

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ଶୀତକାଳୀନ ଅଧିବେଶନ ନଭେମ୍ବର ୨୬ରୁ ଆରମ୍ଭ ହେବାକୁ ଥିବାବେଳେ ଡିସେମ୍ବର ୩୧ ପର୍ଯ୍ୟନ୍ତ ଚାଲିବ।

ବୁଧବାର ବିଧାନସଭା ସଚ୍ଚିବାଳୟ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁଯାୟୀ ନଭେମ୍ବରରେ ୫ ଏବଂ ଡିସେମ୍ବର ମାସରେ ୨୫ କାର୍ଯ୍ୟ ଦିବସ ରହିବ। ୨୦୨୪-୨୫ ପାଇଁ ଆସନ୍ତା ନଭେମ୍ବର ୨୬ ତାରିଖରେ ଅତିରିକ୍ତ ବଜେଟ୍ ଉପସ୍ଥାପନ ହେବ ବୋଲି ଜଣାପଡିଛି।

Leave a Reply

Your email address will not be published. Required fields are marked *