Asha Karmi 2 Bbsr

୫ଦିନରେ ଆଶାକର୍ମୀଙ୍କ ଆନ୍ଦୋଳନ

Spread the love

ଭୁବନେଶ୍ୱର: ଲୋୟର ପିଏମଜିରେ ଜାରି ରହିଛି ଆଶାକର୍ମୀଙ୍କ ଆନ୍ଦୋଳନ। ୧୮ ଦଫା ଦାବିରେ ଗଣଧାରଣା ଦେଇଛନ୍ତି ଶହଶହ ଆଶାକର୍ମୀ। ଥଣ୍ଡା କାକରରେ ରାତି କାଟୁଛନ୍ତି।  ସ୍ଥାୟୀ କର୍ମଚାରୀର ମାନ୍ୟତା, ପ୍ରୋତ୍ସାହନ ରାଶି ପରିବର୍ତ୍ତେ ମାସିକ ୨୬ ହଜାର ଟଙ୍କା ଦରମା, ମୃତ୍ୟୁ କାଳୀନ ସହାୟତା ୧୦ ଲକ୍ଷ ଟଙ୍କା, ମାସିକ ୧୦ ହଜାର ଟଙ୍କା ପେନସନ, ଇପିଏଫ, ଇଏସଆଇ ସହ ଗ୍ରାଚୁଇଟି ଲାଗୁ ଓ ପ୍ରସବ କାଳୀନ ସବୈତନିକ ଛୁଟି ପାଇଁ ଆଶା କର୍ମୀ ଦାବି କରିଛନ୍ତି ।

ଡବଲ ଇଂଜିନ ସରକାର ତୁରନ୍ତ ଦାବି ପୂରଣ ନକଲେ ଅନିର୍ଦ୍ଦିଷ୍ଟ କାଳ ପାଇଁ କାର୍ଯ୍ୟ ବନ୍ଦ ଆନ୍ଦୋଳନ କରିବାକୁ ଚେତାବନୀ ଦେଇଛନ୍ତି ଆଶାକର୍ମୀ ।

Leave a Reply

Your email address will not be published. Required fields are marked *