Puri Jagannath 4 750x430 1

ଶ୍ରୀରାମ ଜନ୍ମ ନୀତି ; ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

Spread the love

ପୁରୀ : ରବିବାର ପବିତ୍ର ଶ୍ରୀରାମନବମୀ। ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ରାମନବମୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ। ସ୍ୱତନ୍ତ୍ର ନୀତି ପାଳନ ହେବା ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ।

ମଧ୍ୟାହ୍ନ ଧୂପ ପରେ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶନିବାର ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *