Naveen

ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ, ୧୦ ଜଣିଆ କମିଟିର ଅଧ୍ୟକ୍ଷ ନବୀନ ପଟ୍ଟନାୟକ

Spread the love

ଭୁବନେଶ୍ୱର : ବିଜେଡିର ରାଜନୈତିକ ବ୍ୟାପାର କମିଟି ଗଠିତ ହୋଇଛି ।   ୧୦ ଜଣିଆ କମିଟି ଗଠନ କରାଯାଇଛି ।  ଏହାର ଅଧ୍ୟକ୍ଷ ଅଛନ୍ତି ନବୀନ ପଟ୍ଟନାୟକ ।  ସମସ୍ୟଙ୍କ ମଧ୍ୟରେ ଅଛନ୍ତି ବିକ୍ରମ କେଶରୀ ଆରୁଖ, ପ୍ରମିଳା ମଲ୍ଲିକ, ନିରଞ୍ଜନ ପୂଜାରୀ, ସଂଜୟ ଦାସବର୍ମା, ପ୍ରଣବ ପ୍ରକାଶ ଦାସ, ସୁଦାମ ମାର୍ଣ୍ଣି, ଟୁକୁନି ସାହୁ, ସସ୍ମିତ ପାତ୍ର ଓ ସଂତୃପ୍ତ ମିଶ୍ର ।

Leave a Reply

Your email address will not be published. Required fields are marked *