Awer

ଜମ୍ମୁରୁ ସୁରକ୍ଷିତ ଫେରିଲେ ପୁରୀର ତେଜସ୍ବିନୀ ମହାପାତ୍ର, ସରକାରଙ୍କୁ ଧନ୍ୟବାଦ ଜଣାଇଲେ ପରିବାର ଲୋକେ

Spread the love

ପୁରୀ : ଜମ୍ମୁରୁ ସୁରକ୍ଷିତ ଫେରିଛନ୍ତି ପୁରୀ ସୁଜାତା ନଗରର ତେଜସ୍ବିନୀ ମହାପାତ୍ର । ଭଲୱାଲ ଜିଲ୍ଲାରେ ବିଇଡି ପଢୁଥିଲେ । ଭାରତ – ପାକିସ୍ତାନ ଉତ୍ତେଜନା ଖବର ପରିବାର ଲୋକଙ୍କୁ ବିଚଳିତ କରିଥିଲା l ତେବେ ସେଠାରେ ଥିବା ଛାତ୍ରଛାତ୍ରୀଙ୍କୁ ସ୍ବତନ୍ତ୍ର ବ୍ୟବସ୍ଥା କରି ସୁରକ୍ଷିତ ଭାବେ ଫେରାଇ ଆଣିଥିଲେ ସରକାର । ଘରକୁ ଫେରିବା ପରେ ଜମ୍ମୁର କିପରି ଜୀବନ କଟିଥିଲା ତାହା ବଖାଣିଛନ୍ତି l ସେପଟେ ଝିଅ ସୁରକ୍ଷିତ ଭାବେ ଘରେ ପହଞ୍ଚିଥିବା କେନ୍ଦ୍ର ସରକାର, ରାଜ୍ୟସରକାରଙ୍କୁ ଧନ୍ୟବାଦ ଜଣାଇଛନ୍ତି ପରିବାର ଲୋକେ l

Leave a Reply

Your email address will not be published. Required fields are marked *