Ask

ଭିଜିଲାନ୍ସ ଜାଲରେ ବାସୁଦେବପୁର ଜେଇ ଅଶୋକ ଦାସ

Spread the love

ଭଦ୍ରକ: ଭିଜିଲାନ୍ସ ଜାଲରେ ବାସୁଦେବପୁର ଜେଇ ଅଶୋକ ଦାସ। ୧୦ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ମାଡ଼ିବସିଲା ଭିଜିଲାନ୍ସ। ନିୟୁଇଣ୍ଡିଆ ସାହି ସ୍ଥିତ ଭଡ଼ା ଘରେ ଠିକାଦାରଙ୍କଠୁ ଲାଞ୍ଚ ନେଲାବେଳେ ଧରାପଡ଼ିଲେ ଜେଇ।

ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକର କନିଷ୍ଠ ଯନ୍ତ୍ରୀ ଅଶୋକ ଦାସ ରାସ୍ତା ବିଲ ପାଇଁ ଠିକାଦାରଙ୍କ ଠାରୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିଲେ। ଏହି ସମୟରେ ଭଦ୍ରକ ଓ ବାଲେଶ୍ୱରର ଭିଜିଲାନ୍ସ ଟିମ୍ ମାଡ଼ି ବସିଥିଲେ।

Leave a Reply

Your email address will not be published. Required fields are marked *