Vigilance Directorate

ଲେଫ୍ରିପଡ଼ାର ପୂର୍ବତନ ବିଡିଓ ସୁବାସ ଚନ୍ଦ୍ର ମିଶ୍ରଙ୍କୁ ୫୦ ହଜାର ଟଙ୍କା ଜରିମାନା ଓ ୨ ବର୍ଷ କାରାଦଣ୍ଡାଦେଶ

Spread the love

ସୁନ୍ଦରଗଡ଼: ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଲେଫ୍ରିପଡ଼ାର ପୂର୍ବତନ ବିଡିଓ ସୁବାସ ଚନ୍ଦ୍ର ମିଶ୍ରଙ୍କୁ ୫୦ ହଜାର ଟଙ୍କା ଜରିମାନା ଓ ୨ ବର୍ଷ କାରାଦଣ୍ଡାଦେଶ ଶୁଣାଇଛନ୍ତି ନ୍ୟାୟାଳୟ। ତାଙ୍କୁ କଟକର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ‌ଏଭଳି ଦଣ୍ଡବିଧାନ କରିଛନ୍ତି।
ସୂଚନାଯୋଗ୍ୟ, ଓଡ଼ିଶା ଭିଜିଲାନ୍ସ ତାଙ୍କ ବିରୁଦ୍ଧରେ ଚାର୍ଜସିଟ୍ ଦାଖଲ କରିବାପରେ ବିଚାର ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏବେ ଲେଫ୍ରିପଡ଼ାର ପୂର୍ବତନ ବିଡିଓ ସୁବାସ ଚନ୍ଦ୍ର ମିଶ୍ରଙ୍କର ପେନସନ୍ ବନ୍ଦ କରିବା ଲାଗି ପଦକ୍ଷେପ ନେବ ଭିଜିଲାନ୍ସ।

Leave a Reply

Your email address will not be published. Required fields are marked *