2024 11largeimg19 Nov 2024 18250

ବାଂଲାଦେଶୀ ଅନୁପ୍ରବେଶଙ୍କ ପାଇଁ ଟ୍ବିନ୍‌ସିଟିରେ ବଢୁଛି ଅପରାଧ: ନଗର ଉନ୍ନୟନ ମନ୍ତ୍ରୀ

Spread the love

ଭୁବନେଶ୍ୱର: ବାଂଲାଦେଶୀ ଅନୁପ୍ରବେଶ ନେଇ ନଗର ଉନ୍ନୟନ ମନ୍ତ୍ରୀଙ୍କ ବଡ଼ ବୟାନ। କହିଲେ, ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ପାଇଁ ଟ୍ବିନ୍‌ସିଟିରେ ଅପରାଧ ବଢୁଛି। ବସ୍ତିରୁ ବାର୍‌ ସବୁଠି ମାତିଛନ୍ତି ବାଂଲାଦେଶୀ ଅନୁପ୍ରବେଶକାରୀ। ଚୋରା ନିଶା କାରବାର ସହିତ ଅପରାଧ ଘଟାଉଛନ୍ତି।

ଚେକ୍‌ ଦେବାକୁ ନଗର ଉନ୍ନୟନ ଓ ଅବକାରୀ ବିଭାଗର ଆକ୍ସନ୍ ପ୍ଲାନ୍ ହୋଇଛି। ସହରକୁ ସୁରକ୍ଷିତ ରଖିବାକୁ ଅନୁପ୍ରବେଶକାରୀ ମୁକ୍ତ କରାଯିବ। ବସ୍ତିରେ ରହୁଥିବା ଅପରାଧିଙ୍କ ଘରକୁ ଭଙ୍ଗା ଯାଉଛି। ଆଗକୁ ଏହା ଜାରି ରହିବ ବୋଲି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ।

Leave a Reply

Your email address will not be published. Required fields are marked *