Himac

ହିମାଚଳରେ ପ୍ରକୃତିର ତାଣ୍ଡବ: ଗଲାଣି ୧୦ରୁ ଅଧିକ ଜୀବନ, ଏବେବି ଅନେକ ନିଖୋଜ

Spread the love

ନୂଆଦିଲ୍ଲୀ : ମଧ୍ୟପ୍ରଦେଶରେ ପ୍ରବଳ ବର୍ଷା ଲାଗି ରହିଥିବାବେଳେ  ଆଇଏମଡି ପକ୍ଷରୁ ୧୦ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ଏହି ଜିଲାଗୁଡିକ ହେଲା ଗ୍ବାଲିୟର, ଭିନ୍ଦ୍‌, ମୋରେନା, ସିଓପୁର, ଉମାରିଆ, ଡିଣ୍ଡୋରି, କଟ୍‌ନୀ, ଦାତିଆ, ମାଣ୍ଡ୍‌ଲା ଏବଂ ପାନ୍ନା। ଆସନ୍ତା ୨୪ଘଣ୍ଟାରେ ଏହି ଜିଲାଗୁଡିକରେ ୮ ଇଞ୍ଚ ପର୍ଯ୍ୟନ୍ତ ବର୍ଷା ହୋଇପାରେ ବୋଲି ଅନୁମାନ କରାଯାଉଛି। ସେପଟେ ହିମାଚଳ ପ୍ରାଦଶରେ ମଧ୍ୟ ପ୍ରକୃତିର ତାଣ୍ଡବ ଦେଖିବାକୁ ମିଳିଛି। ୧୧ ଟି ସ୍ଥାନରେ ବାଦଲ ଫଟା ବର୍ଷା ଯୋଗୁଁ ବହୁ ଧନ ଜୀବନ ଧ୍ବଂସବିଧ୍ବଂସ ହେବା ସହ ୧୦ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି। ଭୂସ୍ଖଳନ ଯୋଗୁଁ ବହୁ ଘର ଧସି ଯାଇଛି। ଏବେବି ୩୦ରୁ ଅଧିକ ଲୋକଙ୍କର ପତ୍ତା ମିଳୁନି। କ୍ଷତିଗ୍ରସ୍ତ ଅଞ୍ଚଳରେ ତୁରନ୍ତ ଉଦ୍ଧାର କାର୍ଯ୍ୟ ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *