Recent Photo 1753770624

ପୁଣି ଶ୍ରୀମନ୍ଦିରରେ ହିଡେନ୍ କ୍ୟାମେରା, ପଶ୍ଚିମଦ୍ଵାରର ନିକଟରୁ ଧରାପଡ଼ିଲେ ବଙ୍ଗୀୟ ଯୁବକ

Spread the love

ପୁରୀ: ପୁଣି ହିଡେନ କ୍ୟାମେରା। ଶ୍ରୀମନ୍ଦିରର ପଶ୍ଚିମଦ୍ଵାର ପଟେ ହିଡେନ କ୍ୟାମେରା ଯୁକ୍ତ ଚଷମା ପିନ୍ଧି ଜଣେ ଯୁବକ ପ୍ରବେଶ କରୁଥିବା ବେଳେ ପୁଲିସ ଅଟକାଇଥିଲେ। ପଶ୍ଚିମବଙ୍ଗର ଜଣେ ଯୁବକ ପଶ୍ଚିମ ଦ୍ଵାର ପଟେ ହିଡେନ କ୍ୟାମେରା ନେଇ ପ୍ରବେଶ କରୁଥିବା ବେଳେ ପଶ୍ଚିମବଙ୍ଗର ଯୁବକ ପ୍ରତିଶ ପାଲ ଥାନାରେ ଅଟକ ଅଛନ୍ତି। ତାଙ୍କ ଘର ପଶ୍ଚିମ ବର୍ଦ୍ଧମାନରେ ବୋଲି ଜଣାଯାଇଛି ।
ପ୍ରତିଶ ପାଲଙ୍କୁ ଥାନାରେ ଅଟକ ରଖାଯାଇ ମୋବାଇଲକୁ ଯାଞ୍ଚ କରାଯାଉଛି। ଚଷମା ଜବତ କରାଯାଇଛି। ପ୍ରତିଶ ପାଲଙ୍କୁ ଥାନାରେ ଅଟକ ରଖାଯାଇ ମୋବାଇଲକୁ ଯାଞ୍ଚ କରାଯାଉଛି। ଚଷମା ଜବତ କରାଯାଇଛି।

Leave a Reply

Your email address will not be published. Required fields are marked *