Skip to content
  • ହୋମ
  • ରାଜ୍ୟ
  • ଦେଶ – ବିଦେଶ
  • ରାଜନୀତି
  • ଅପରାଧ
  • କରୋନାଭାଇରସ୍‌
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

Flash News

ପଶ୍ଚିମ ଓଡ଼ିଶାରେ ଅତି ପ୍ରବଳ ବର୍ଷା ଆଶଙ୍କା, ୪ ଜିଲ୍ଲାକୁ ରେଡ୍ ଆଲର୍ଟ

ବନ୍ୟା ଜଳ ନିଷ୍କାସନ ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ

କୂଳ ଲଂଘୁଛି ସୁନା ନାଳ, ଗୋପୀ ସାହିର ୫୦ ପରିବାର ଜଳ ବନ୍ଦୀ

ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ : ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା

ପ୍ରବଳ ବର୍ଷା ନେଇ ହାଇଆଲର୍ଟ; ୧୦ ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି

ଶ୍ରୀମନ୍ଦିରରେ ବନକଲାଗି ନୀତି, ସନ୍ଧ୍ୟା ୬ରୁ ରାତି ୧୧ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

ପେପର୍ ଲିକ୍ ଆନ୍ଦୋଳନ ବେଳେ ଅଟକ ଥିବା ସମସ୍ତ ନାବାଳକଙ୍କୁ ମୁକ୍ତ କରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ପ୍ରଧାନମନ୍ତ୍ରୀଙ୍କ ଭିଡିଓ ହଟାଇଥିଲା ମେଟା, କ୍ଷମା ମାଗି ପୁଣି ରିଷ୍ଟୋର କଲା

ପ୍ରବଳ ବର୍ଷା ଓ ଭୂସ୍ଖଳନ ଯୋଗୁଁ ଦୁଇ ଦିନ ଯାଏଁ ଚାରଧାମ ଯାତ୍ରା ସ୍ଥଗିତ

ଜାପାନରେ ୭.୧ ତୀବ୍ରତାର ଭୂକମ୍ପ, ସୁନାମୀ ଆଲର୍ଟ

Kartabya

Kartabya

ସବୁବେଳେ ସତ୍ୟ, ନିର୍ଭିକ ଓ ପ୍ରେରଣାଦାୟୀ

  • ହୋମ
  • ରାଜ୍ୟ
  • ଦେଶ – ବିଦେଶ
  • ରାଜନୀତି
  • ଅପରାଧ
  • କରୋନାଭାଇରସ୍‌
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
Wednesday, July 29, 2026
Odisha cm mohan majhi
State

ଜିଏସ୍‌ଟି ସୁଧାର ମଧ୍ୟବିତ୍ତମାନଙ୍କ ପାଇଁ ଲାଭଜନକ: ମୁଖ୍ୟମନ୍ତ୍ରୀ

kartabya September 5, 2025
Spread the love

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ବିମାନବନ୍ଦରରେ ସାମ୍ବାଦିକମାନଙ୍କୁ ଜିଏସ୍‌ଟି ସୁଧାର ମଧ୍ୟବିତ୍ତମାନଙ୍କ ପାଇଁ ଲାଭଜନକ ବୋଲି କହିଛନ୍ତି। ଏହାଫଳରେ ରାଜ୍ୟର ୧୦ ଲକ୍ଷ କେନ୍ଦୁପତ୍ର ତୋଳାଳି ଉପକୃତ ହେବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେ ଦିନ ୧ଟା ୮ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଥିଲେ। ପ୍ରବଳ ବର୍ଷା ଯୋଗୁ ଅବତରଣ କରିପାରି ନଥିଲା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିମାନ। ବିମାନ ବନ୍ଦରରେ ଓହ୍ଲାଇ ପାରିନଥିଲା ଏୟାର ଇଣ୍ଡିଆ ବିମାନ। ଫଳରେ ଏହା କୋଲକାତା ଅଭିମୁଖେ ଯାଇଥିଲା। ଏନେଇ ନଗର ଉନ୍ନୟନ ମନ୍ତ୍ରୀ ଡାକ୍ତର କୃଷ୍ଣଚନ୍ଦ୍ର ମହାପାତ୍ର ସୂଚନା ଦେଇଥିଲେ। ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୪ ଦିନଆ ନୂଆଦିଲ୍ଲୀ ଗସ୍ତ ସାରି ଭୁବନେଶ୍ବର ଫେରୁଥିଲେ।

 

 

Post navigation

ପାରିବାରିକ ସଂପତ୍ତି ବିଭାଜନ ସଂପର୍କିତ ମାମଲାରେ ଡିଏନ୍‌ଏ ପରୀକ୍ଷା ପାଇଁ ବାଧ୍ୟ କରାଯାଇପାରିବନି: ହାଇକୋର୍ଟ
ଭିସା ନେଇ ଟ୍ରମ୍ପଙ୍କ ବଡ଼ ଘୋଷଣା, ଚୀନକୁ ସମର୍ଥନ କଲେ ଆମେରିକାରେ ପ୍ରବେଶ ମନା

Leave a Reply Cancel reply

Your email address will not be published. Required fields are marked *

Recent Posts

  • ପଶ୍ଚିମ ଓଡ଼ିଶାରେ ଅତି ପ୍ରବଳ ବର୍ଷା ଆଶଙ୍କା, ୪ ଜିଲ୍ଲାକୁ ରେଡ୍ ଆଲର୍ଟ July 29, 2026
  • ବନ୍ୟା ଜଳ ନିଷ୍କାସନ ବେଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଯୁବ ଅଗ୍ନିଶମ କର୍ମଚାରୀଙ୍କ ମୃତ୍ୟୁ July 29, 2026
  • କୂଳ ଲଂଘୁଛି ସୁନା ନାଳ, ଗୋପୀ ସାହିର ୫୦ ପରିବାର ଜଳ ବନ୍ଦୀ July 29, 2026
  • ବନ୍ୟା ପ୍ରଭାବିତ ଜିଲ୍ଲାରେ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ : ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା July 29, 2026
  • ପ୍ରବଳ ବର୍ଷା ନେଇ ହାଇଆଲର୍ଟ; ୧୦ ଜିଲ୍ଲାରେ ସ୍କୁଲ ଓ କଲେଜ ଛୁଟି July 29, 2026

Calendar

July 2026
M T W T F S S
 12345
6789101112
13141516171819
20212223242526
2728293031  
« Jun    

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
Proudly powered by WordPress | Theme: FreeNews | By ThemeSpiral.com.