Images

ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦେଶାଳୟର ଚଢ଼ାଉ

Spread the love

ଭୁବେନଶ୍ବର: ଅର୍ଚ୍ଚନା ନାଗଙ୍କ ଘରେ ପ୍ରବର୍ତ୍ତନ ନିର୍ଦେଶାଳୟ(ଇଡି) ପକ୍ଷରୁ ଶୁକ୍ରବାର ଚଢ଼ାଉ କରାଯାଇଛି। ୨୦୨୨ ଅର୍ଥ କାରବାର ମାମଲାରେ ଇଡି ଟିମ୍ ପକ୍ଷରୁ ନାଗଙ୍କ ଘରେ ଯାଞ୍ଚ ଚାଲିଥିବା ଜଣାପଡ଼ିଛି।

ମିଳିଥିବା ସୂଚନା ଅନୁସାରେ, ୨୦୨୨ ଅର୍ଥ କାରବାର ମାମଲାର ତଦନ୍ତ ସମୟରେ ଇଡି ପକ୍ଷରୁ ଅର୍ଚ୍ଚନାଙ୍କୁ ଉକ୍ତ ଘର ଛାଡ଼ିବାକୁ ନିର୍ଦେଶ ଦିଆଯାଇଥିଲା। ହେଲେ ସେ ଇଡି ନିର୍ଦେଶ ଅବମାନନା କରିଥିବା ଜଣାପଡ଼ିଛି। ଇଡି ଉକ୍ତ ଘରକୁ ଜବତ କରିପାରେ ବୋଲି ଚର୍ଚ୍ଚା ହେଉଛି।

Leave a Reply

Your email address will not be published. Required fields are marked *