Hc9jfhwawaad8oh

ହୃଦଘାତରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କ ପରଲୋକ

Spread the love

ଭୁବନେଶ୍ଵର: ବରିଷ୍ଠ ସାମ୍ବାଦିକଙ୍କ ପରଲୋକ। ହୃଦଘାତରେ ବରିଷ୍ଠ ସାମ୍ବାଦିକ ଆଶୁତୋଷ ମିଶ୍ରଙ୍କର ପରଲୋକ ଘଟିଛି। ଆଶୁତୋଷ ମିଶ୍ରଙ୍କ ଦେହାନ୍ତରେ ବହୁ ବିଶିଷ୍ଟ ବ୍ୟକ୍ତି ବିଶେଷ ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରି କହିଛନ୍ତି ତାଙ୍କର ବିୟୋଗ ଓଡ଼ିଶାର ସାମ୍ବାଦିକତା ଜଗତ ପାଇଁ ଏକ ଅପୂରଣୀୟ କ୍ଷତି। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୁଁ ସମବେଦନା ଜଣାଉଛି। ଏବଂ ମହାପ୍ରଭୁଙ୍କ ନିକଟରେ ଦିବଙ୍ଗତ ଆତ୍ମାର ସଦ୍‌ଗତି କାମନା କରୁଛି। ସେପଟେ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ମଧ୍ୟ ଶୋକ ପ୍ରକାଶ କରିଛନ୍ତି।

Leave a Reply

Your email address will not be published. Required fields are marked *