Weather e1780670620206 300x168

କାଳବୈଶାଖୀ ପ୍ରଭାବରେ ଦୁଇ ଦିନ ପ୍ରବଳ ବର୍ଷା, ୨୫ ଜିଲ୍ଲାକୁ ୱାର୍ଣ୍ଣିଂ

Spread the love

ଭୁବନେଶ୍ୱର : ଦୁଇ ଦିନ ପ୍ରବଳ ବର୍ଷା । କାଳବୈଶାଖୀ ପ୍ରଭାବରେ ରାଜ୍ୟରେ ବର୍ଷା ସମ୍ଭାବନା ସୃଷ୍ଟି ହୋଇଛି । ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ନେଇ ଆଜି ୨୫ଟି ଜିଲ୍ଲାକୁ ୱାର୍ଣ୍ଣିଂ ଜାରି ହୋଇଛି । ସେଥିରୁ ପ୍ରବଳ ବର୍ଷା ପାଇଁ ୬ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଥିବା ବେଳେ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି କାଲି ପାଇଁ ୮ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ହୋଇଥିବା ବେଳେ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।  ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବ ରହିବ ।

Leave a Reply

Your email address will not be published. Required fields are marked *