ମୃତକଙ୍କ ପରିବାରକୁ ଦିଆଯିବ ୧୦ ଲକ୍ଷ ଟଙ୍କାର ଅନୁକମ୍ପା ରାଶି, ଘୋଷଣା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

Spread the love

ଦୁର୍ଘଟଣାସ୍ଥଳରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ। ମୃତକଙ୍କ ପରିବାରକୁ ସମବେଦନା ଜ୍ଞାପନ କରିବା ସହ ଆହତଙ୍କ ଆଶୁଆରୋଗ୍ୟ କାମନା କରିଛନ୍ତି। ଭୁବନେଶ୍ୱର ଓ କୋଲକାତାରୁ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ଏନଡିଆରଏଫ, ରାଜ୍ୟ ସରକାରଙ୍କ ଉଦ୍ଧାରକାରୀ ଦଳ ସହ ବାୟୁସେନାକୁ ମଧ୍ୟ ସୁରକ୍ଷା କାର୍ଯ୍ୟରେ ନିୟୋଜିତ କରାଯାଇଛି।

ମୃତକଙ୍କ ପରିବାରକୁ ୧୦ ଲକ୍ଷ ଟଙ୍କା ଗୁରୁତର ଆହତଙ୍କୁ ୨ ଲକ୍ଷ ଏବଂ ସାମାନ୍ୟ ଆହାତ ହୋଇଥିବା ଲୋକଙ୍କୁ ୫୦,୦୦୦ ଟଙ୍କା କ୍ଷତି ପୂରଣ ଦିଆଯିବ ବୋଲି ଘୋ‌ଷଣା କରାଯାଇଛି ।

Leave a Reply

Your email address will not be published. Required fields are marked *