ରକ୍ତ ଅଦଳବଦଳ ଘଟଣାରେ କାର୍ଯ୍ୟାନୁଷ୍ଠାନ, ୪ କର୍ମଚାରୀ ନିଲମ୍ବିତ
କଟକ: କଟକ ସେଣ୍ଟ୍ରାଲ ରେଡକ୍ରସ ରକ୍ତ ଭଣ୍ଡାରରେ ରକ୍ତ ଅନିୟମିତତା ଘଟଣାରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯାଇଛି । ଏହି ଘଟଣାର ତଦନ୍ତ ଦାୟିତ୍ବରେ ଥିବା ୪ଜଣ ଟେକ୍ନିସିଆନକୁ ନିଲମ୍ବିତ କରିଛନ୍ତି ରେଡକ୍ରସ ରକ୍ତ ଭଣ୍ଡାର ନିର୍ଦ୍ଦେଶକ । ଏହି ୪ ଜଣ ବ୍ୟକ୍ତି ରାଇକଲ ଥୋମାସ, ରଞ୍ଜନ ଦାସ, ତାପସ ମହନ୍ତ ଓ ସନ୍ଦିପ ସ୍ବାଇଁ ବୋଲି ଜଣାପଡିଛି ।