ଶ୍ରୀମନ୍ଦିରକୁ ପ୍ଲାଷ୍ଟିକ ଓ ପଲିଥିନ ମୁକ୍ତ କରିବାକୁ ଅଣ୍ଟା ଭିଡିଲା ଶ୍ରୀମନ୍ଦିର ପ୍ରଶାସନ
ଏନେଇ ସାମାଜିକ ଗଣମାଧ୍ୟମରେ ନିବେଦନ କରିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ୍ ଦାସ। ଏପରି କରି ଶ୍ରୀମନ୍ଦିରକୁ ପାଷ୍ଟିକ ମୁକ୍ତ ସହ ସହରକୁ ସରସ ସୁନ୍ଦର କରିବାକୁ ଆହ୍ୱାନ ଦିଆଯାଇଛି । ଏଥିସହ ଲୋକଙ୍କୁ ସଚେତନ କରିବାକୁ କୁହାଯାଇଛି ।