State ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଫେସବୁକ ଆକାଉଣ୍ଟ ହ୍ୟାକ୍ kartabya December 18, 2023 Spread the love ଜୟପୁର: ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଫେସ୍ବୁକ୍ ପେଜ୍କୁ ହ୍ୟାକର୍ ହ୍ୟାକ୍ କରିଦେଇଛନ୍ତି। ଏନେଇ ଥାନାରେ ଏତଲା ଦେଇଥିବା ନେଇ ଫେସବୁକ୍ ରେ ସୂଚନା ଦେଇଛନ୍ତି ନିଜେ ବିଧାୟକ। Post navigation
ଜୟପୁର: ଜୟପୁର ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ଫେସ୍ବୁକ୍ ପେଜ୍କୁ ହ୍ୟାକର୍ ହ୍ୟାକ୍ କରିଦେଇଛନ୍ତି। ଏନେଇ ଥାନାରେ ଏତଲା ଦେଇଥିବା ନେଇ ଫେସବୁକ୍ ରେ ସୂଚନା ଦେଇଛନ୍ତି ନିଜେ ବିଧାୟକ। Post navigation