ପୋଖରୀରେ ଗାଧୋଇବା ବେଳେ ପାଣିରେ ବୁଡ଼ି ଦୁଇ ନାବାଳକଙ୍କ ମୃତ୍ୟୁ

Spread the love

କଳାହାଣ୍ଡି : ଦୁଇ ନାବାଳକଙ୍କ ସଲିଳ ସମାଧି । ପୋଖରୀରେ ବୁଡି ଗଲା ଦୁଇ ଜଣଙ୍କ ଜୀବନ । କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ଗାଁରେ ଅଘଟଣ ଘଟିଛି। ମୃତକ ହେଲେ ଆସମାନ ନାଏକ ଓ ସାନ୍ତନୁ ନାଏକ। ଦୁଇଜଣ ପୋଖରୀରେ ଗାଧୋଉଥିବାବେଳେ ବୁଡିଯାଇଥିଲେ। ଅଗ୍ନିଶମବାହିନୀ ପହଂଚି ମୃତଦେହ ଉଦ୍ଧାର କରିଛନ୍ତି।

Leave a Reply

Your email address will not be published. Required fields are marked *